Odia news portal

ଭୁବନେଶ୍ୱର ଶାନ୍ତି କମିଟି ତରଫରୁ ୧୩ତମ ବାର୍ଷିକ ବିନ୍ଦୁସାଗର ଆଳତି ଅନୁଷ୍ଠିତ

ଭୁବନେଶ୍ୱର : ମଙ୍ଗଳ ବାର ସନ୍ଧ୍ୟାରେ ଭୁବନେଶ୍ୱର ଶାନ୍ତି କମିଟି ସଭାପତି ମଧୁମାଧବ ଜେନାଙ୍କ ଆବାହକତ୍ୱରେ ୧୩ତମ ବାର୍ଷିକ ବିନ୍ଦୁସାଗର ଆଳତି ଶ୍ରୀସୂର୍ଯ୍ୟ ନାରାୟଣ ମିଶ୍ରଙ୍କ ନେତୃତ୍ଵରେ ପୁରୁଣା ଭୁବନେଶ୍ବରର ବିନ୍ଦୁସାଗର କୂଳରେ ମହା ଆଳତି କରାଯାଇଅଛି । ପ୍ରଥମେ ଅଗ୍ର ଦେବତା…

ଅଲ୍ ଓଡ଼ିଶା ମିନିଟ୍ରକ ମାଲିକ ସଂଘର ନୂଆ ଲୋଗୋ ଉନ୍ମୋଚନ

କଟକ : ଅଲ ଓଡିଶା ମିନିଟ୍ରକ ଓନର୍ସ ଆସୋସିଏସନ ପକ୍ଷରୁ କଟକ ବ୍ରାଞ୍ଚ ଅଫିସ ଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ଅଲ୍ ଓଡ଼ିଶା ମିନିଟ୍ରକ ମାଲିକ ସଂଘର ନୂଆ ଲୋଗୋ ଉନ୍ମୋଚନ କରାଗଲା । ଏହାସହିତ ମିନିଟ୍ରକ ମାଲିକ ମାନଙ୍କ ଠାରୁ ବେଆଇନ ଚାନ୍ଦା ଆଦାୟକୁ ବିରୋଧ କରାଯିବା…

ବିଜେଡ଼ିରେ ଯୋଗଦେଲେ ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ବିଜେପି ନେତା ଓ କର୍ମୀ

ଭୁବନେଶ୍ୱର, (ଚକ୍ରଧର ମାଝି) : ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ବିଜେପି ନେତା ଓ କର୍ମୀ ଆଜି ଶଙ୍ଖଭବନ ଠାରେ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, ମତ୍ସ୍ୟ ନିଗମ ଅଧ୍ୟକ୍ଷ ସୁବାସ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।…

ଉତ୍ତର ନିର୍ବାଚନ ମଣ୍ଡଳୀରେ ବିଜେପି କାର୍ଯ୍ୟାଳୟ ଉଦ୍‌ଘାଟିତ

ଭୁବନେଶ୍ୱର : ପବିତ୍ର ରାମ ନବମୀ ତିଥିରେ ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟିଆ ଠାରେ ଭାରତୀୟ ଜନତା ପାର୍ଟିର ନୂତନ କାର୍ଯ୍ୟାଳୟ ଉଦ୍‌ଘାଟିତ ହୋଇଯାଇଛି । ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ଯୋଗଦେଇ ଆନୁ । ନିକ ଭାବେ ଉଦ୍‌ଘାଟନ କରିଥିଲେ । ସେ କହିଥିଲେ ମାନନୀୟ ଯଶସ୍ୱୀ…

ମା ଖଣ୍ଡୁଆଳି ବୁଢ଼ୀ ଠାକୁରାଣୀ ପୀଠରେ ଶ୍ରୀଜଗନ୍ନାଥ ପାଞ୍ଚରାତ୍ରର ଶୁଭାରମ୍ଭ

ଭୁବନେଶ୍ୱର : ଆଜି ଠାରୁ ଆରମ୍ଭ ହୋଇଥିବା ସହିଦନଗର ମା ଖଣ୍ଡୁଆଳି ବୁଢ଼ୀ ଠାକୁରାଣୀ ପୀଠରେ ଶ୍ରୀଜଗନ୍ନାଥ ପାଞ୍ଚରାତ୍ରକାର୍ଯ୍ୟକ୍ରମ ୫ ଦିନ ଧରି ଅନୁଷ୍ଠିତ ହେଵ ସମ୍ପାଦକ ଶ୍ରୀପ୍ରଭାକର ମଲ୍ଲିକଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଅଧକ୍ଷ ମହନ୍ତ ଶ୍ରୀ ରାମକୃଷ୍ଣ ଦାସ ମହାରାଜା…

ଭୁବନେଶ୍ୱର ରନ୍‌ୱେ ୱିକ୍‌ ଆକର୍ଷଣୀୟ ଡ଼ିଜାଇନ୍‌ର ପୋଷାକ ପରିବେଷଣ କଲେ ବଛା ବଛା ଡ଼ିଜାଇନର୍‌

ଭୁବନେଶ୍ୱର : ନୂତନ ଡ଼ିଜାଇନ୍‌ର ପୋଷାକ ପରିଧାନ କରିବା ସହ ଆକର୍ଷଣୀୟ ଦେଖାଯିବା ପାଇଁ ସମସ୍ତେ ଚାହାଁନ୍ତି । ସବୁବର୍ଗର ପିଢୀଙ୍କୁ ନଜରରେ ରଖି ଆଡ଼ିକ୍ସନ୍ ଫ୍ୟାସନ୍ ମ୍ୟାନେମେ ପକ୍ଷରୁ ନିର୍ଦ୍ଦେଶକ ଜନ୍ ଅଜୟଙ୍କ ନିର୍ଦ୍ଦେଶନାରେ ଭୁବନେଶ୍ୱର ରନ୍‌ୱେ ୱିକ୍‌ର ଦଶମ ସଂସ୍କରଣ ସ୍ଥାନୀୟ ଏକ…

୩୩ ନମ୍ବର ୱାର୍ଡରେ ବିଜେପିର ଜନସମ୍ପର୍କ ପଦଯାତ୍ରା

ଭୁଵନେଶ୍ଵର : ବିଜେପି ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀ ଘୋଷଣା କରିସାରିଥିବାରୁ ସେମାନେ ପ୍ରଚାର ଜୋରଦାର କରିଛନ୍ତି। ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ କେତେବେଳେ ମାଷ୍ଟରକ୍ୟାଣ୍ଟିନ୍ ଅଟୋ ଚାଳକ ସଂଘ ତ କେତେବେଳେ ସ୍ମାର୍ଟ ସିଟି ଅଟୋଚାଳକ ସଂଘ ସହ ବୈଠକ କରୁଛନ୍ତି। ଆଉ କେତେବେଳେ ‘ବୁଥ୍…

ଅଷ୍ଟପ୍ରହର ନାମଯଜ୍ଞ ଅନୁଷ୍ଠିତ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମର ୧୨ ନମ୍ବର ଓାର୍ଡ ଅନ୍ତର୍ଗତ ପ୍ରେସଛକ ଠାରେ ଅଷ୍ଟପ୍ରହର ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ବରି ନାଗରିକ ଜନକର ସାହୁଙ୍କ ଦ୍ୱାରା ଆୟୋଜିତ ଚତୁଦ୍ଦର୍ଶ ବାର୍ଷିକ ଅଷ୍ଟପ୍ରହର ନାମଯଜ୍ଞ ତିନିଦିନ ଧରି ଚାଲିଥିଲା । ପ୍ରଥମ ଦିନ କଳସ ଯାତ୍ରା ହୋଇ…

ଡଃ ପ୍ରକାଶ କୁମାର ତ୍ରିପାଠୀଙ୍କୁ ରାଜ୍ୟ ସମ୍ପାଦକ ଭାବେ ନିଯୁକ୍ତି

ଭୁବନେଶ୍ୱର : ଉତ୍କଳ ବିଶ୍ବବିଦ୍ୟାଳୟର ପୂର୍ବତନ ସଭାପତି ତଥା ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ସଂଯୋଜକ ତଥା ରାଜ୍ୟ ଯୁବ ବିଜେଡି ପୂର୍ବତନ ଉପ ସଭାପତି ଡଃ ପ୍ରକାଶ କୁମାର ତ୍ରିପାଠୀଙ୍କୁ ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଭାବରେ ନିଯୁକ୍ତ ଦେଇ ଥିବାରୁ ଡଃ ତ୍ରିପାଠୀ ରାଜ୍ୟ ମୁଖ୍ୟମନ୍ତ୍ରୀ…

ରକ୍ତଦାନ କରି ମହିଳାଙ୍କ ଜୀବନ ବଂଚାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ସମ୍ବଲପୁର : ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟରେ ନାକଟିଦେଉଳ ଥାନା ଅନ୍ତର୍ଗତ ଗୌଡପଡା ଗ୍ରାମର ଜଣେ ମହିଳା ରମ୍ଭାବତୀ ଧଳ (୪୫ବର୍ଷ) ସ୍ତ୍ରୀରୋଗ ଜନିତ ସମସ୍ୟା ପାଇଁ ଚଳିତ ମାର୍ଚ୍ଚ ୨୯ ତାରିଖ ଦିନ ସମୟ ଅପରାହ୍ନ ୦୧:୩୦ ସମୟରେ ଚିକିତ୍ସା ପାଇଁ ରେଢ଼ାଖୋଲ ଡାକ୍ତରଖାନାରେ ଭର୍ତି ହୋଇଥିଲେ ।…