Odia news portal

ନିରାକାରପୁର ଜଗନ୍ନାଥ ମନ୍ଦିରରେ ଝୁଲଣ ଯାତ୍ରା ଅନୁଷ୍ଠିତ

ନିରାକାରପୁର,(ପବିତ୍ର ପ୍ରଧାନ) : ଶ୍ରୀଜଗନ୍ନାଥ ମନ୍ଦିର ନିରାକାରପୁର ଠାରେ ଝୁଲଣ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମନ୍ଦିର କର୍ମକର୍ତା ମାନେ ଡ଼ ନାରାୟଣ ମହାପାତ୍ରଙ୍କୁ ସ୍ୱାଗତ କରିବା ସହିତ ସମ୍ବର୍ଦ୍ଧିତ କରିଥିଲେ । ମନ୍ଦିରରେ କରାଯାଇ ଥିବା ଝୁଲଣ ଯାତ୍ରା କାର୍ଯ୍ୟକ୍ରମ ଓ

ଅଶୋକ ପଟ୍ଟନାୟକ ସ୍ମାରକୀ ବକ୍ତୃତା, ପ୍ୟାରିସ୍ ଅଭିଜ୍ଞତା ବାଣ୍ଟିଲେ ଅମିତ ଓ ସମ୍ବିତ୍‌

ଭୁବନେଶ୍ବର : ପ୍ୟାରିସ୍‌-୨୦୨୪ ଅନ୍ୟ ସମସ୍ତ ଅଲିମ୍ପିକ୍ସଠାରୁ ସମ୍ପୂର୍ଣ୍ଣ ନିଆରା ଥିଲା। ଯେତିକି ରୋମାଞ୍ଚ ଭରାଥିଲା ସେତିକି ଆହ୍ବାନ ଆଣି ଦେଇଥିଲା। ଅନେକ ପ୍ରତିକୂଳ ପରିସ୍ଥିତି ମଧ୍ୟରେ ‌ଖେଳାଳିଙ୍କୁ ଯେଭଳି କଷ୍ଟକର ସମୟ ଦେଇ ଗତି କରିବାକୁ ପଡ଼ୁଥିଲା ବିବିଧ ଇଭେଣ୍ଟ୍ ଭାବେ ଏହାକୁ

ସହିଦନଗରରେ ୭୮ ତମ ସ୍ଵାଧୀନତା ଦିବସ ପାଳନ

ଭୁବନେଶ୍ୱର : ଆଜି ଦେଶ ପାଳୁଛି ୭୮ ତମ ସ୍ବାଧୀନତା ଦିବସ ଏହି ଅବସରରେ ସହିଦନଗର କିଛି ଯାଗାରେ ୭୮ ତମ ସ୍ଵାଧୀନତା ଦିବସ ଧୂମଧାମରେ ପାଳନ କରାଯାଇଛି । ସକାଳୁ ସକାଳୁ ଶହୀଦ ନଗର ହାଇସ୍କୁଲ ପରିସରରେ ଗୁରୁ ଗୁରୁ ମା ଓ ଛୋଟ ବଡ ପିଲାମାନଙ୍କ ସହିତ, ଉଇନର ଆସୋସିଏସନ, କଳିଙ୍ଗ ଅଟୋ ସଙ୍ଘ

ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ

ପତାକା ଉତ୍ତୋଳନ କଲେ ନବୀନ ଭୁବନେଶ୍ୱର,(ଚକ୍ରଧର ମାଝି) : ୭୮ ତମ ସ୍ୱାଧୀନତା ଦିବସ ଆଜି ବିଜୁ ଜନତା ଦଳ କାର୍ଯ୍ୟାଳୟରେ ସମାରୋହ ସହକାରେ ପାଳିତ ହୋଇଯାଇଛି । ଦଳ ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟାଳୟ ପରିସରରେ ଜାତୀୟ ପତାକା ଉତୋଳନ କରିଥିଲେ । ପରେ

ବିଧାନସଭାରେ ବିଧାୟକ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀଙ୍କୁ ଅତିଥି କରିବା ଏକ ବଡ଼ ଅସଙ୍ଗତି : ବିଜେଡି

ରାଜ୍ୟ ସରକାର ପରମ୍ପରା ବିରୋଧୀ କାର୍ଯ୍ୟକ୍ରମ କରନ୍ତୁ ନାହିଁ ବାଚସ୍ପତି ଦଳୀୟ କାର୍ଯ୍ୟାଳୟରେ ଯୋଗ ଦେବା ଉଚିତ ନୁହେଁ ଭୁୁବନେଶ୍ୱର : ବିଜୁ ଜନତା ଦଳର ମୁଖ୍ୟାଳୟ ଶଙ୍ଖ ଭଵନ ଠାରେ ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ମୁଖପାତ୍ର ତଥା ଦଳର ଉପମୁଖ୍ୟ ସଚେତକ ପ୍ରତାପ ଦେବ

BMC’s Mega Tiranga Yatra

Bhubaneswar : This morning, at 8.30 a.m.; more than one thousand citizens of the city carried a one km long Tiranga under the” Har Ghar Tiranga(Ghare Ghare Triranga)” campaign. Bhubaneswar Municipal Corporation (BMC) organised the event to

କବିତା ପାଠ ଓ ପ୍ରତିଭା ସମ୍ମାନ ସମାରୋହ

ଭୁବନେଶ୍ୱର : ୭୮ତମ ସ୍ୱାଧୀନତା ଦିବସ ଉପଲକ୍ଷେ ତୁଷାର ଚାରିଟେବୁଲ ଟ୍ରଷ୍ଟ ଏବଂ ମା’ ସୁନାଦେଈ ପ୍ରଡକ୍ସନର ମିଳିତ ଆନୁକୂଲ୍ୟରେ ମଙ୍ଗଳବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ବୁଦ୍ଧମନ୍ଦିର ପରିସରରେ କବିତା ପାଠ ଓ ପ୍ରତିଭା ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସାହିତ୍ୟ କ୍ଷେତ୍ରରେ

ଆନ୍ତର୍ଜାତୀୟ ଯୁବ ଦିବସ ପାଳନ

ଯୁବକ ମାନଙ୍କ ଦ୍ୱାରା ହିଁ ପରିବର୍ତ୍ତନ ସମ୍ଭବ ଭୁବନେଶ୍ୱର : ଆନ୍ତର୍ଜାତୀୟ ଯୁବ ଦିବସ ଉପଲକ୍ଷେ ସାମାଜିକ ଅନୁ ।ନ \"ୟୁଥ୍ ଫର ଭଲ୍ୟୁଣ୍ଟାରୀ ୱାର୍କ\' ତରଫରୁ ଭୁବନେଶ୍ୱରସ୍ଥିତ ଗୀତଗୋବିନ୍ଦ ସଦନରେ ଯୁବ ସମାଜ ଓ ସମାଜସେବାକୁ ନେଇ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷାନର

ସୁଭଦ୍ରା ଯୋଜନା ପାଇଁ ଜିଲ୍ଲାପାଳଙ୍କ ମାଧ୍ୟମରେ ଫିଡ୍‌ବ୍ୟାକ ସଂଗ୍ରହ କରିବା ଏକ ପ୍ରହସନ : ବିଜେଡି

ରାଜ୍ୟର ଅଧିକାଂଶ ମହିଳା ସୁଭଦ୍ରା ଯୋଜନାରୁ ବଞ୍ଚିତ ହେବେଆୟ ପ୍ରମାଣପତ୍ର ଓ ଜାତିଗତ ପ୍ରମାଣପତ୍ର ପାଇଁ ଖର୍ଚ୍ଚାନ୍ତ ହୋଇଥିଲେ ରାଜ୍ୟର ଅଧିକାଂଶ ମହିଳା ଭୁବନେଶ୍ୱର : ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆଜି ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ

ରାଜଧାନୀରେ ସଭ୍ୟତାର ୧୨୩ତମ ଷ୍ଟୋର୍‌ ଶୁଭାରମ୍ଭ

ଭୁବନେଶ୍ୱର : ଭାରତର ଅଗ୍ରଣୀ ପ୍ରିମିୟମ ଏଥ୍‌ନିକ ୱେୟାର ବ୍ରାଣ୍ଡ, ସଭ୍ୟତା ଭୁବନେଶ୍ୱର ଓଡିଶାରେ ଏହାର ୧୨୩ତମ ଷ୍ଟୋର ଓ ୨ୟ ଷ୍ଟୋର୍‌ର ବିଶାଳ ଶୁଭାରମ୍ଭ କରିଛି । ଏହି ନୂତନ ଷ୍ଟୋରର ଉଦ୍‌ଘାଟନ ଭୁବନେଶ୍ୱରରେ ଏହି ବ୍ରାଣ୍ଡର ଉପସ୍ଥିତିକୁ ଅଧିକ ସୁଦୃଢ କରିଛି । ଏହି ନୂଆ ଷ୍ଟୋର ସହରର