Odia news portal

ରାଜଧାନୀରେ ବାର ଡ୍ରାନ୍ସରଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ବର : ରାଜଧାନୀରେ ବାର ଡ୍ରାନ୍ସରଙ୍କ ସନ୍ଦେହଜନକ ମୃତ୍ୟୁ । ବନ୍ଦ ଘରେ ରକ୍ତାକ୍ତ ଅବସ୍ଥାରେ ପଡିଛି ମୃତଦେହ । ପାହାଳ ଥାନା ଅନ୍ତର୍ଗତ ଶିବଶକ୍ତି ନଗରରେ ଘଟିଛି ଅଭାବନୀୟ ଅଘଟଣ। ମୃତ ଯୁବତୀଙ୍କ ଛଦ୍ମନାମ ଚାରୁ । ଘର ଚଣ୍ଡୀଗଡ଼ । କଟକ ରୋଡର ଏକ ଡ୍ୟାନ୍ସ ବାରରେ କାମ କରୁଥିଲେ ଉକ୍ତ…

ବୁଲୁଛି ୨୫୫ଟି ଫ୍ଲାଇଂ ସ୍କ୍ୱାଡ ଟିମ୍‌, ୨୧ ପ୍ରତିଶତ ରହିଛି ସମ୍ବେଦନଶୀଳ ବୁଥ୍

ଭୁବନେଶ୍ବର : ଆସନ୍ତାକାଲି ଓଡ଼ିଶାରେ ଅନୁଷ୍ଠିତ ହେବ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ। ଚତୁର୍ଥ ପର୍ଯ୍ୟାୟ ବା ଶେଷ ପର୍ଯ୍ୟାୟରେ ୬ ଲୋକସଭା ଓ ୪୨ ବିଧାନସଭା ଆସନରେ କାଲି ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ କୌଣସି ସ୍ଥାନରେ ମାଓବାଦୀ କାର୍ଯ୍ୟକଳାପ ନାହିଁ । ହିଂସାକାଣ୍ଡକୁ ନଜର ରଖାଯାଇଛି।…

ସରିଲା ମହାପ୍ରଭୁଙ୍କ ୨୧ ଦିନବ୍ୟାପୀ ଚାଲିଥିବା ବାହାର ଚାପ, ଆଜିଠୁ ଆରମ୍ଭ ହେବ ଭିତର ଚନ୍ଦନ ଯାତ୍ରା

ପୁରୀ : ପବିତ୍ର ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଥିବା ମହାପ୍ରଭୁଙ୍କ ୨୧ ଦିନବ୍ୟାପୀ ବାହାର ଚନ୍ଦନ ଯାତ୍ରା ଗୁରୁବାର ଶେଷ ହୋଇଛି। ଶୁକ୍ରବାରଠାରୁ ଆରମ୍ଭ ହେବ ଭିତର ଚନ୍ଦନ ଯାତ୍ରା। ଅପରାହ୍ଣରେ ଚନ୍ଦନଯାତ୍ରା ପାଇଁ ଶ୍ରୀମନ୍ଦିରରୁ ଦିଅଁ ବିଜେ ହୋଇଥିଲେ। ଦେବଦେବୀ ନରେନ୍ଦ୍ର ପୁଷ୍କରିଣୀ…

ବାଲେଶ୍ୱର ଓ ଭଦ୍ରକରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର

ସିମୁଳିଆ, ସୋରୋ, ଧାମନଗର ଓ ଭଣ୍ଡାରୀପୋଖରୀରେବିଶାଳ ଜନସଭାରେ ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବାକୁ ଆହ୍ୱାନ ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ଆର୍ଥିକ ବୋଝ ହାଲ୍‍କା କରିବା ପାଇଁ କାମ କରୁଛନ୍ତି, କେନ୍ଦ୍ରର ବିଜେପି ସରକାର ଆପଣମାନଙ୍କ ବୋଝ ବଢ଼େଇ ଚାଲିଛନ୍ତି ମହାପ୍ରଭୁଙ୍କ…

ମୁକ୍ତ ଅବାଧ ଓ ନିରପେକ୍ଷ ନିର୍ବାଚନରେ ବାଧା ସୃଷ୍ଟି କରୁଛି ବିଜେପି

ଭୁବନେଶ୍ୱର : ମୁକ୍ତ ଅବାଧ ଓ ନିରପେକ୍ଷ ନିର୍ବାଚନରେ ବାଧା ସୃଷ୍ଟି କରୁଛି ବିଜେପି। ନିର୍ବାଚନ ବୈତରଣୀ ପାର ହେବା ଲାଗି ବିଜେପି ଭୋଟରଙ୍କୁ ପ୍ରଭାବିତ କରିବାକୁ ଶେଷ ଆୟୁଧ କରିଛି । ଓଡିଶାରେ ମା’ଙ୍କ ସମର୍ଥନ କମ ପଡିବାରୁ ବିଜେପି ଉତ୍ତର ପ୍ରଦେଶରୁ ମହିଳାଙ୍କୁ ଆଣିଛନ୍ତି । ଉତ୍ତର…

ସିମୁଳିଆରେ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର

• ମୁଖ୍ୟମନ୍ତ୍ରୀ କଥାରେ ନୁହେଁ କାମରେ ବିଶ୍ୱାସ କରନ୍ତି • ମା’ମାନଙ୍କୁ, ଯୁବପିଢ଼ିମାନଙ୍କୁ ସଶକ୍ତ କରି ସେମାନଙ୍କ ଜରିଆରେ ନୂଆ ଓଡ଼ିଶା ଗଠନ କରିବାକୁ ଚାହୁଁଛନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ • ୫ ବର୍ଷରେ ଥରେ ଆପଣମାନେ ସୁଯୋଗ ପାଇଛନ୍ତି ଆଶୀର୍ବାଦ କରିବା ପାଇଁ •…

ଓଡ଼ିଶାର ନାର୍ଯ୍ୟ ଦାବିକୁ କେନ୍ଦ୍ରର ଲଗାତାର ଅବହେଳା : ବିଜେଡ଼ି

 ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତାର ଦାବିକୁ କେନ୍ଦ୍ରର ଲଗାତାର ଅଣଦେଖା ଧାନର ସର୍ବନିମ୍ନ ମୂଲ୍ୟକୁ ୨୯୩୦ ଟଙ୍କା କରିବାକୁ ଓଡ଼ିଶାର ଦାବିକୁ ଅଗ୍ରାହ୍ୟ ୧୦ ବର୍ଷରେ କେନ୍ଦ୍ର ବଢ଼ାଇଲା ନାହିଁ କୋଲ ରୟାଲ୍ଟି ମହାନଦୀ ପ୍ରସଙ୍ଗରେ ଛତିଶଗଡ଼କୁ ସାହାଯ୍ୟ କଲା କେନ୍ଦ୍ରରେ ଥିବା ବିଜେପି…

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ, ୧୪ଶହ ବୁଥ ହେବ ମହିଳାଙ୍କ…

ଭୁବନେଶ୍ୱର : ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ରାଜ୍ୟରେ ୯୯ ଲକ୍ଷ ୬୧ ହଜାର ଭୋଟର ମତଦାନ କରିବେ । ୫୦ ଲକ୍ଷ ୮୮ ହଜାର ପୁରୁଷ ଭୋଟର ରହିଥିବା ବେଳେ ୪୮ ଲକ୍ଷ ୭୨ ହଜାର ମହିଳା ଭୋଟର । ସେହିପରି ୬ ହଜାର ୮୭ ଜଣ ତୃତୀୟ ଲିଙ୍ଗି ଭୋଟର ରହିଛନ୍ତି । ୧୦ ହଜାର ୮୮୨ଟି ମତଦାନ କେନ୍ଦ୍ରରେ ମତଦାନ…

ପୁରୀ ବାଣ ବିସ୍ଫୋରଣ ଘଟଣା : ସହାୟତା ରାଶି ଘୋଷଣା ସହ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଉଚ୍ଚସ୍ତରୀୟ ପ୍ରଶାସନିକ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି…