Odia news portal

ଏକାଧିକ ପ୍ରସଙ୍ଗକୁ ନେଇ ବିଜେପି ବିରୋଧରେ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ବର : ଏକାଧିକ ପ୍ରସଙ୍ଗକୁ ନେଇ ବିଜେପି ବିରୋଧରେ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି । ରାତିପାହିଲେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ରହିଛି । ଏହାପୂର୍ବରୁ ବିଭିନ୍ନ ସ୍ଥାନରେ ବିଜେପି ସମର୍ଥକ ହିଂସାକାଣ୍ଡ ଘଟାଉଥିବା ଅଭିଯୋଗ ହୋଇଛି । କିଛିଦିନ ତଳେ ବିଜେପିର ବିଧାୟକ…

ବୁଥ୍‌ ଅଭିମୁଖେ ପୋଲିଂ ପାର୍ଟିଙ୍କ ଯାତ୍ରା

ଆସନ୍ତକାଲି ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ହେବ ମତଦାନ ଭୁବନେଶ୍ୱର : ଖୋରଧା ଜିଲ୍ଲାରେ ଆସନ୍ତାକାଲି ମତଦାନ ନିମନ୍ତେ ପୋଲିଂ ପାର୍ଟିମାନେ ଆଜି ଦ୍ୱିତୀୟ ଦିନରେ ବୁଥ୍‌ ଅଭିମୁଖେ ଯାତ୍ରା କରିଛନ୍ତି । ଭୁବନେଶ୍ୱର (ମଧ୍ୟ)ରେ ୨୦୦ଟି ମତଦାନ କେନ୍ଦ୍ର ଥିବାବେଳେ ଭୁବନେଶ୍ୱର…

କାଲି ଆସିବେ ସ୍ମୃତି ଇରାନୀ, କୁଜଙ୍ଗ, ଆଳି ଓ ରେମୁଣାରେ କରିବେ ନିର୍ବାଚନୀ ସଭା

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ । ରାଜ୍ୟର ୩ଟି ସ୍ଥାନରେ ନିର୍ବାଚନୀ ସଭାରେ ଯୋଗଦେବେ । କୁଜଙ୍ଗ, ଆଳି ଓ ରେମୁଣାରେ ତିନିଟି ଜନସଭା କରିବେ । ପାରାଦୀପର କୁଜଙ୍ଗଠାରେ ପ୍ରଥମ ସଭାରେ ଯୋଗ ଦେବେ ସ୍ମୃତି । ଏହାପରେ ଆସିବେ କେନ୍ଦ୍ରାପଡ଼ା ଲୋକସଭା…

ରାତି ପାହିଲେ ୬ ଲୋକସଭା, ୪୨ ବିଧାନସଭା ଆସନରେ ଭୋଟିଂ, ନିୟୋଜିତ ହେବେ ୩୫ ହଜାର ପୋଲିସ୍

ଭୁବନେଶ୍ବର : ରାତି ପାହିଲେ ଦେଶରେ ଷଷ୍ଠ ଓ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ । ୬ ଲୋକସଭା ଓ ଏହାର ଅଧୀନରେ ଥିବା ୪୨ ବିଧାନସଭା ଆସନରେ ହେବ ଭୋଟିଂ । ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାିଛି । ଏହି ପର୍ଯ୍ୟାୟରେ ନିୟୋଜିତ ହେବେ ୩୫ ହଜାର ପୋଲିସ୍ । ଏହି ପର୍ଯ୍ୟାୟରେ…

ରାତି ପାହିଲେ ତୃତୀୟ ପର୍ଯ୍ୟାୟ ନିର୍ବାଚନ, ବୁଥ୍ ରେ ପ୍ରସ୍ତୁତ ଇଭିଏମ୍, ବାଜିରେ ହେଭିୱେଟଙ୍କ ଭାଗ୍ୟ

ଭୁଵନେଶ୍ବର : ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସବୁ ପ୍ରସ୍ତୁତି ଶେଷ । ଆସନ୍ତାକାଲି ସକାଳ ୭ରୁ ପଡିବ ଭୋଟ୍ । ସ୍ୱଚ୍ଛ, ଅବାଧ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ସବୁ ପ୍ରସ୍ତୁତି କରାଯାଇଛି । ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସବୁ ପ୍ରସ୍ତୁତି ଶେଷ । ଆସନ୍ତାକାଲି ସକାଳ ୭ରୁ ପଡିବ ଭୋଟ୍…

ରାଇରଙ୍ଗପୁରରୁ ବାରିପଦା, ବାଲେଶ୍ବରରୁ କୋରେଇ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର

ଭୁବନେଶ୍ବର : ରାଜ୍ୟରେ ଜୁନ ପହିଲାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମୁଖ୍ଯମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ମାରାଥନ ପ୍ରଚାର । ପ୍ରଥମେ ରାଇରଙ୍ଗପୁର, ତା’ପରେ ବାରିପଦା, ବାଲେଶ୍ବର ଓ କୋରେଇରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଲେ ମୁଖ୍ଯମନ୍ତ୍ରୀ ।…

ବାଲେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ପ୍ରଚାର

• ବାଲେଶ୍ୱରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶ୍ନ-• ଆପଣଙ୍କ ବିଜେପି ଏମ୍‍.ପି. ଆପଣଙ୍କ ପାଇଁ କିଛି କରିଛନ୍ତି କି ?• ବାଲେଶ୍ୱରରେ ବିଜେପି ନେତା ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି• ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଆପଣମାନଙ୍କୁ କେମିତି ଲାଗୁଛି ବୋଲି…

ମିଛ କହିବାର ସୀମା ଟପିଗଲାଣି ବିଜେପି, ନିର୍ବାଚନ ଭିତରେ ବିଜେପିକୁ କଡା ଜବାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପିକୁ ଟାର୍ଗେଟ କରିଛନ୍ତି । ନିର୍ବାଚନୀ ସଭାରେ ଯୋଗ ଦେବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମିଛ କହିବାର ସୀମା ଥାଏ । ବିଜେପି ମିଛ କହିବାର ସୀମା ଟପିଯାଇଛି । ମୁଁ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଅଛି ଏବଂ…

ରାଇରଙ୍ଗପୁରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ପ୍ରଚାର

• ବିପୁଳ ଜନସମୁଦ୍ର ମୁଖ୍ୟମନ୍ତ୍ରୀଙ୍କୁ କଲେ ଭବ୍ୟ ସ୍ୱାଗତ • ଦଳୀୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ କରିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ • ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ • ଏ ମାଟିର ଝିଅ, ମୋ ଭଉଣୀ…

ମୋର ଭରସା ଅଛି ଉତ୍ତରବାସୀ ଆଶୀର୍ବାଦ କରିବେ : ସୁଶାନ୍ତ

ଭୁବନେଶ୍ୱର,(ଚକ୍ରଧର ମାଝି) : ବିଜେଡି ବିଧାୟକ ପ୍ରାର୍ଥୀ ସୁଶାନ୍ତ କୁମାର ରାଉତ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାରର ଶେଷ ଦିନରେ ଧୂଆଁଧାର ପ୍ରଚାର କରିଛନ୍ତି । କୌଣସି ରୋଡ ସୋ, ଶୋଭାଯାତ୍ରା କିମ୍ବା ସମାବେଶ ନକରି ସିଧା ସଳଖ ଲୋକମାନଙ୍କ ପାଖରେ ପହଞ୍ଚି ୱାର୍ଡ ଓ ପଞ୍ଚାୟତରେ ବୈଠକ କରି…