Odia news portal

ଚାଲି ଚାଲି ଆସି ଭୋଟ୍ ଦେଲେ ନବୀନ ପଟ୍ଟନାୟକ

ଭୁଵନଶ୍ବର : ଚାଲି ଚାଲି ଆସିଲେ, ଭୋଟ୍ ଦେଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଚାଲି ଚାଲି ଆସି ମତଦାନ କରିଛନ୍ତି । ଭୁବେନଶ୍ବର ଏରୋଡ୍ରମ କଲୋନୀସ୍ଥିତ ୟୁପି ସ୍କୁଲ ବୁଥରେ ପହଞ୍ଚି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତଦାନ ସାବ୍ୟସ୍ତ କରିଛନ୍ତି। ନବୀନ ପଟ୍ଟନାୟକ ଅସୁସ୍ଥ

ଯାଜପୁରରେ ଭୋଟ ଆଶୀର୍ବାଦ ମାଗିଲେ ପାଣ୍ଡିଆନ

ଭୁବନେଶ୍ବର : ନେତା ଯେମିତି ସେନାପତି ବି ସେମିତି । ଗତଥର ମୁଖ୍ୟମନ୍ତ୍ରୀ ଆସ୍କା ଲୋକସଭା ଆସନରୁ ଜଣେ ଏସଏଚଜି ମାଙ୍କୁ ପ୍ରାର୍ଥୀ କରିଥିଲେ । ଏଥର ବବି ବାବୁ ବି ଜଣେ ଏସଏଚଜି ମାଙ୍କୁ ଯାଜପୁର ବିଧାନସଭା ଆସନରୁ ପ୍ରାର୍ଥୀ କରିଛନ୍ତି । ମୁଖ୍ୟମନ୍ତ୍ରୀ ଯାଜପୁରକୁ ବହୁତ ଭଲ ପାଆନ୍ତି । ତାଙ୍କ

ଅଟୋରେ ଆସି ଭୋଟ୍ ଦେଲେ କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ବର : ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ଭୋଟ୍ ଦେଉଛି ଓଡ଼ିଶା । ବରିଷ୍ଠ ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମତଦାନ ସାବ୍ୟସ୍ତ କରିଛନ୍ତି । ସେ ଅଟୋରେ ଆସି ମତଦାନ କେନ୍ଦ୍ରରେ ପହଞ୍ଚିଥିବାବେଳେ ଧାଡ଼ି ଛିଡ଼ା ହୋଇଥିଲେ । ଏହାପରେ

ଏକାଧିକ ପ୍ରସଙ୍ଗକୁ ନେଇ ବିଜେପି ବିରୋଧରେ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ବର : ଏକାଧିକ ପ୍ରସଙ୍ଗକୁ ନେଇ ବିଜେପି ବିରୋଧରେ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି । ରାତିପାହିଲେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ରହିଛି । ଏହାପୂର୍ବରୁ ବିଭିନ୍ନ ସ୍ଥାନରେ ବିଜେପି ସମର୍ଥକ ହିଂସାକାଣ୍ଡ ଘଟାଉଥିବା ଅଭିଯୋଗ ହୋଇଛି । କିଛିଦିନ ତଳେ ବିଜେପିର ବିଧାୟକ

ବୁଥ୍‌ ଅଭିମୁଖେ ପୋଲିଂ ପାର୍ଟିଙ୍କ ଯାତ୍ରା

ଆସନ୍ତକାଲି ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ହେବ ମତଦାନ ଭୁବନେଶ୍ୱର : ଖୋରଧା ଜିଲ୍ଲାରେ ଆସନ୍ତାକାଲି ମତଦାନ ନିମନ୍ତେ ପୋଲିଂ ପାର୍ଟିମାନେ ଆଜି ଦ୍ୱିତୀୟ ଦିନରେ ବୁଥ୍‌ ଅଭିମୁଖେ ଯାତ୍ରା କରିଛନ୍ତି । ଭୁବନେଶ୍ୱର (ମଧ୍ୟ)ରେ ୨୦୦ଟି ମତଦାନ କେନ୍ଦ୍ର ଥିବାବେଳେ ଭୁବନେଶ୍ୱର

କାଲି ଆସିବେ ସ୍ମୃତି ଇରାନୀ, କୁଜଙ୍ଗ, ଆଳି ଓ ରେମୁଣାରେ କରିବେ ନିର୍ବାଚନୀ ସଭା

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ । ରାଜ୍ୟର ୩ଟି ସ୍ଥାନରେ ନିର୍ବାଚନୀ ସଭାରେ ଯୋଗଦେବେ । କୁଜଙ୍ଗ, ଆଳି ଓ ରେମୁଣାରେ ତିନିଟି ଜନସଭା କରିବେ । ପାରାଦୀପର କୁଜଙ୍ଗଠାରେ ପ୍ରଥମ ସଭାରେ ଯୋଗ ଦେବେ ସ୍ମୃତି । ଏହାପରେ ଆସିବେ କେନ୍ଦ୍ରାପଡ଼ା ଲୋକସଭା

ରାତି ପାହିଲେ ୬ ଲୋକସଭା, ୪୨ ବିଧାନସଭା ଆସନରେ ଭୋଟିଂ, ନିୟୋଜିତ ହେବେ ୩୫ ହଜାର ପୋଲିସ୍

ଭୁବନେଶ୍ବର : ରାତି ପାହିଲେ ଦେଶରେ ଷଷ୍ଠ ଓ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ । ୬ ଲୋକସଭା ଓ ଏହାର ଅଧୀନରେ ଥିବା ୪୨ ବିଧାନସଭା ଆସନରେ ହେବ ଭୋଟିଂ । ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାିଛି । ଏହି ପର୍ଯ୍ୟାୟରେ ନିୟୋଜିତ ହେବେ ୩୫ ହଜାର ପୋଲିସ୍ । ଏହି ପର୍ଯ୍ୟାୟରେ

ରାତି ପାହିଲେ ତୃତୀୟ ପର୍ଯ୍ୟାୟ ନିର୍ବାଚନ, ବୁଥ୍ ରେ ପ୍ରସ୍ତୁତ ଇଭିଏମ୍, ବାଜିରେ ହେଭିୱେଟଙ୍କ ଭାଗ୍ୟ

ଭୁଵନେଶ୍ବର : ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସବୁ ପ୍ରସ୍ତୁତି ଶେଷ । ଆସନ୍ତାକାଲି ସକାଳ ୭ରୁ ପଡିବ ଭୋଟ୍ । ସ୍ୱଚ୍ଛ, ଅବାଧ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ସବୁ ପ୍ରସ୍ତୁତି କରାଯାଇଛି । ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସବୁ ପ୍ରସ୍ତୁତି ଶେଷ । ଆସନ୍ତାକାଲି ସକାଳ ୭ରୁ ପଡିବ ଭୋଟ୍

ରାଇରଙ୍ଗପୁରରୁ ବାରିପଦା, ବାଲେଶ୍ବରରୁ କୋରେଇ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର

ଭୁବନେଶ୍ବର : ରାଜ୍ୟରେ ଜୁନ ପହିଲାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମୁଖ୍ଯମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ମାରାଥନ ପ୍ରଚାର । ପ୍ରଥମେ ରାଇରଙ୍ଗପୁର, ତା’ପରେ ବାରିପଦା, ବାଲେଶ୍ବର ଓ କୋରେଇରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଲେ ମୁଖ୍ଯମନ୍ତ୍ରୀ ।

ବାଲେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ପ୍ରଚାର

• ବାଲେଶ୍ୱରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶ୍ନ-• ଆପଣଙ୍କ ବିଜେପି ଏମ୍‍.ପି. ଆପଣଙ୍କ ପାଇଁ କିଛି କରିଛନ୍ତି କି ?• ବାଲେଶ୍ୱରରେ ବିଜେପି ନେତା ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି• ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଆପଣମାନଙ୍କୁ କେମିତି ଲାଗୁଛି ବୋଲି