Odia news portal

ଉତ୍ତର ନିର୍ବାଚନ ମଣ୍ଡଳୀ ଯୁବ ଛାତ୍ର ବନ୍ଧୁ ମିଳନରେ ଉଠିଲା ନେତୃତ୍ୱ ପରିବର୍ତ୍ତନର ସ୍ୱର

ଭୁବନେଶ୍ୱର, (ଚକ୍ରଧର ମାଝି) : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟିଆ ସ୍ଥିତ ମା ପନିକିପଟା ମନ୍ଦିର ପ୍ରାଙ୍ଗଣରେ ବିଶାଳ ଯୁବ-ଛାତ୍ର ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ନିର୍ବାଚନ ମଣ୍ଡଳୀର ସମସ୍ତ ୱାର୍ଡ ଓ ପଞ୍ଚାୟତର ଯୁବ-ଛାତ୍ରମାନେ ବିପୁଳ ସଂଖ୍ୟାରେ…

ଭକ୍ତିମୟ ପରିବେଶରେ ଶେଷ ହେଲା ପଟିଆଗଡ ଶିରିଡି ସାଇ ମନ୍ଦିରର ପ୍ରତିଷ୍ଠା ଉତ୍ସବ

ଭୁବନେଶ୍ୱର, (ଚକ୍ରଧର ମାଝି) : ପଟିଆଗଡ ଶିରିଡି ସାଇ ମନ୍ଦିରର ୧୨ ତମ ପ୍ରତିଷ୍ଠା ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଚାରିଦିନ ଧରି ଚାଲିଥିବା ଏହି ଧାର୍ମିକ ଉତ୍ସବରେ ସୋମବାର ଅଙ୍କୁରାରୋପଣ, ନବବ୍ୟୁହ ପୂଜା, ମଣ୍ଡଳକରଣ ମଙ୍ଗଳବାର ସକାଳେ କଳସ ଯାତ୍ରା ଅନୁଷ୍ଠିତ ହୋଇ…

ଆତ୍ମାରାମ ସାହିରେ ପରିଚୟ ଗୃହ ଉଦ୍‌ଘାଟିତ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ୧୨ ନମ୍ବର ୱାର୍ଡର ଆତ୍ମାରାମ ସାହିରେ ପରିଚୟ ଗୃହ ଉଦ୍‌ଘାଟନ ଉତ୍ସବ ଓ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଯୁବନେତା ପ୍ରସନ୍ନ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…

ଶ୍ରୀଜଗନ୍ନାଥ ଚାରି ଟେବୁଲ ଟ୍ରଷ୍ଟ ଇଣ୍ଡିଆ ପକ୍ଷରୁ ଭାଗବତ ଗୀତା ପାଠଚକ୍ର ଓ ସାହାଯ୍ୟ ସହଯୋଗ ନିମନ୍ତେ ଆଲୋଚନା ଚକ୍ର

"ଆମେ ଓଡ଼ିଆ ଆମ ମହାପ୍ରଭୁ ଭାରି ବଢିଆ" ଭଜନ ଲୋକାର୍ପଣ ଭୁବନେଶ୍ୱର : ଶ୍ରୀ ଜଗନ୍ନାଥ ଚାରି ଟେବୁଲ ଟ୍ରଷ୍ଟ ହରିଦ୍ଵାର ପକ୍ଷରୁ କରାଯାଉଥିବା ଜଗନ୍ନାଥ ମନ୍ଦିର ନିମନ୍ତେ ଗୀତା ପାଠଚକ୍ର ଓ ନିର୍ମାଣ ନିମନ୍ତେ ସାହାଯ୍ଯ ଓ ସହଯୋଗ କରିବାକୁ ଏକ ଆଲୋଚନା ଚକ୍ର ଭୁବନେଶ୍ବର ଠାରେ ଅନୁଷ୍ଠିତ…

ଭୁବନେଶ୍ୱରରେ ଦୁଇଗୁଣା କଲା ଏୟାରଟେଲ୍ ରିଟେଲ୍ ଷ୍ଟୋର

ସହରରେ ଏବେ ରହିଥିବା ୪ଟି ଷ୍ଟୋର ସହିତ ଆଉ ୪ଟି ନୂଆ ଷ୍ଟୋର୍ ଭୁବନେଶ୍ୱର : ଭାରତୀ ଏୟାରଟେଲ ଭାରତର ଅନ୍ୟତମ ଅଗ୍ରଣୀ ଟେଲି ଯୋଗାଯୋଗ ସେବା ପ୍ରଦାନକାରୀ ଆଜି ଘୋଷଣା କରିଛନ୍ତି ଯେ ଭୁବନେଶ୍ୱର ସହରରେ ୪ଟି ନୂଆ ନେକ୍ସଟ ଜେନ୍ କମ୍ପାନି ମାଲିକାନାଭୁକ୍ତ ଷ୍ଟୋର୍ ଆରମ୍ଭ କରାଯାଇଛି।…

ସାଲିଆସାହିରେ ଜଙ୍ଗଲ ଅଧିକାର ଆଇନ କାର୍ଯ୍ୟକାରୀ କରିବା ଦାବିରେ ବିଶାଳ ଜନସମାବେଶ

ଭୂବନେଶ୍ୱର : ସାଲିଆସାହିରେ ଦିର୍ଘ ୫୦ ବର୍ଷରୁ ଉର୍ଦ୍ଧ ହେବ ଆଦିବାସୀ ଏବଂ ପାରମ୍ପରିକ ଜଙ୍ଗଲ ଅଧିବାସୀମାନେ ବସବାସ କରି ଆସୁଅଛନ୍ତି । ସରକାର ଏହି ସମୟ ଭିତରରେ ଭରତପୁର, ଶିଖରଚଣ୍ଡୀ, ନୀଳାନ୍ଦ୍ରୀ ବିହାର ପ୍ରମୁଖ ଜାଗାରେ ଜମିପଟା ଦେଇ ବସ୍ତି ବାସିନ୍ଦାଙ୍କୁ ଥଇଥାନ କରିଛନ୍ତି। ଏହାପରେ…

ନବକଳେବର ହେବ ବାରବାଟୀ ଷ୍ଟାଡିୟମ : ୬୦ ହଜାରକୁ ବଢିବ ସିଟ୍ ସଂଖ୍ୟା

କଟକ : ଐତିହାସିକ ବାରବାଟୀ ଷ୍ଟାଡିୟମର ନବକଳେବର ହେବ। ଷ୍ଟାଡିୟମର ରୂପରେଖ ବଦଳିଯିବ। ଏନେଇ ଆଜି ସକାଳୁ ୫-ଟି ଅଧକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଷ୍ଟାଡିୟମ ବୁଲି ଦେଖିବା ପରେ ଓସିଏର ସମସ୍ତ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବା ସହ ଷ୍ଟାଡିୟମର ସମସ୍ତ ଗ୍ୟାଲେରୀର ବ୍ଲୁ ପ୍ରିଣ୍ଟକୁ ତର୍ଜମା…

ଉତ୍ତରରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

ଭୁବନେଶ୍ୱର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀର ବିଭିନ୍ନ ୱାର୍ଡରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗାଡକଣ ଯାତ୍ରା ପଡିଆ ଠାରେ ୧୨, ୯ ଓ ୧୭ ନମ୍ବର ୱାର୍ଡର ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉତ୍ତର ବିଧାୟକ…

୮ ଓ ୧୪ ନମ୍ବର ୱାର୍ଡରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

ଭୁବନେଶ୍ୱର, (ଚକ୍ରଧର ମାଝି) : ଭୁବନେଶ୍ୱର ମହାନଗର ନିଗମର ୮ ଓ ୧୪ ନମ୍ବର ୱାର୍ଡରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ନୀଳାଦ୍ରି ବିହାର ସ୍ଥିତ ବୋପବନ୍ଧୁ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି । ଯୁବନେତା ମନୋଜ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…