Odia news portal

ମା ସମଲେଇଙ୍କ ପୀଠରେ କାମ ନ କରି ବାହାବା ନେବାକୁ ଚେଷ୍ଟା କରୁଛି ବିଜେପି ସରକାର : ବିଜେଡି

ମା ସମଲେଇ ମନ୍ଦିର ଆଗରେ ପୋଷ୍ଟର ଲଗାଇ ନିଜର ପ୍ରଚାର କରୁଛି ବିଜେପି ସରକାର କାମ ନକରି କେବଳ ପ୍ରଚାର ପ୍ରସାରରେ ବ୍ୟସ୍ତ ବିଜେପି ସରକାର ବିଜେପି ସରକାର କପି ପେଷ୍ଟ ସରକାର ଭୁବନେଶ୍ୱର : ରାଜ୍ୟରେ ଥିବା ବିଜେପି ସରକାର ଏକ କପି ପେଷ୍ଟ ସରକାର ଓ କେବଳ ନବୀନ ସରକାରଙ୍କ ଅମଳରେ

ଜୟଦେବ ଭବନ ପାର୍କିଂରେ ହାଇଡ୍ରାମା; ଦୁଇ ମହିଳା ହାତାହାତି

ଭୁବନେଶ୍ଵର : ଜୟଦେବ ଭବନ ପାର୍କିଂରେ ହାଇଡ୍ରାମା। ଦୁଇ ମହିଳା ହାତାହାତି। ଚୁଟି ଟଣାଟଣି ହୋଇ ମରାମରି ହୋଇଛନ୍ତି ଦୁଇ ଜଣ। ସେମାନେ ଉଭୟ ନିଜକୁ ସମାଜସେବୀ ବୋଲି କହିଛନ୍ତି। ଜଣେ ମହିଳା ଗଣମାଧ୍ୟମକୁ ବାଇଟ୍ ଦେଉଥିବା ବେଳେ ଏଭଳି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା। ଖବର ପାଇ ସେଠାରେ

ଇନଫୋସିଟିରେ ଖୋଲିଲା ଓଡିଶ୍ରୀ ବିରିୟାନୀ

ଭୁବନେଶ୍ବର : ବର୍ତ୍ତମାନ ସମୟରେ ସମସ୍ତଙ୍କ ପ୍ରଥମ ପସନ୍ଦ ପାଲଟିଛି ରେସ୍ତୋରାଁ। ସାଙ୍ଗ ସାଥି ହେଉ କି ପରିବାର ଲୋକ ସହ ଏସି ରୁମରେ ଖାଦ୍ୟର ମଜ୍ଜା ନେଉଛନ୍ତି। ଏହାକୁ ନଜରରେ ରଖି ଭୁବନେଶ୍ବରରେ ଭଳିକି ଭଳି ରେସ୍ତୋରାଁ ଖୋଲିଛି। ଏହି କ୍ରମରେ ଇନଫୋସିଟି ପ୍ଲାଜା ପଟିଆରେ ଖୋଲିଛି

ବିଜେପି ସରକାରଙ୍କ ବିଫଳତାକୁ ଲୋକଙ୍କ ପାଖରେ ପହଞ୍ଚାଇବୁ : ବିଜେଡି

ନବୀନ ରାଜ୍ୟବାସୀଙ୍କ ସର୍ବାଧିକ ଲୋକପ୍ରିୟ ନେତା ଜନ ସମ୍ପର୍କ ପଦଯାତ୍ରାରେ ବିଜେଡି ପ୍ରତି ଜନ ସମର୍ଥନ ଅବ୍ୟାହତ ଭୁବନେଶ୍ୱର : ବିଜୁ ଜନତା ଦଳର ଉପଦେଷ୍ଟା କମିଟିର ବୈଠକ ଦଳର ବରି ନେତା ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କ ଅଧକ୍ଷତାରେ ଆଜି ଶଙ୍ଖ ଭବନ ଠାରେ ଅନୁ ିତ ହୋଇଯାଇଛି । ଏହି

ଅନନ୍ୟ କ୍ରୀଡ଼ା ମହୋତ୍ସବ ଅଲମ୍ପିଆ ଉଦ୍‌ଘାଟିତ

ଭୁବନେଶ୍ବର : ଭୁବନେଶ୍ବରର ଭାମ୍ପାୟାର୍ସ କ୍ଲବ୍‌ ଆନୁକୂଲୃରେ ପିନାଲ୍‌ ଫାର୍ମା, ଗ୍ୟାଲେକ୍ସି ମେଡିକେୟାର ପ୍ରାଇଭେଟ୍‌ ଲିମିଟେଡ୍‌, ଭାୟୋଟୋନିକ୍ସ, ଇଜି ଆଣ୍ଡୋଟେକ୍‌ ଓ ପଶୁପତି ପ୍ରାଇଭେଟ୍‌ ଲିଭିଟେଡ୍‌ ଦ୍ବାରା ପ୍ରାୟୋଜିତ ଅନନ୍ୟ କ୍ରୀଡ଼ା ମହୋତ୍ସବ ‘ଅଲମ୍ପିଆ ୨୦୨୪-୨୫’

ଓଡ଼ିଶାରେ ଅନୁଷ୍ଠିତ ହେବ ହକି ଇଣ୍ଡିଆ ଲିଗ୍- ୨୦୨୪-୨୫

ଓଡିଶାରୁ ପ୍ରତିନିଧିତ୍ବ କରିବେ ୨ଟି ଟିମ୍ ଭୁବନେଶ୍ୱର : ଓଡ଼ିଶାରେ ଅନୁଷ୍ଠିତ ହେବ ଚଳିତବର୍ଷର ହକି ଇଣ୍ଡିଆ ଲିଗ୍- ୨୦୨୪-୨୫। ଏଥର ପ୍ରଥମଥର ପାଇଁ ହକି ଇଣ୍ଡିଆ ଲିଗ୍ ରେ ଉଭୟ ପୁରୁଷ ଏବଂ ମହିଳା ହକିଦଳ ଅଂଶଗ୍ରହଣ କରିବେ। ଆସନ୍ତା ୨୮ ଡିସେମ୍ବର, ୨୦୨୪ ଠାରୁ ୦୧ ଫେବୃଆରୀ, ୨୦୨୫

ରାଜଧାନୀରେ ଇଣ୍ଡିଆନ୍ ସିଲ୍କ ହାଉସ୍ ଏଜେନ୍ସି ଏହାର ରିଟେଲ ଷ୍ଟୋର ଉଦଘାଟିତ

ଭୁବନେଶ୍ୱର : ସାରା ଭାରତରୁ ସୁଲଭ ମୂଲ୍ୟରେ ଶାଢୀ ସଂଗ୍ରହ କରିଥିବା ବଙ୍ଗଳାର ଅଗ୍ରଣୀ ରିଟେଲ ଚେନ୍ ଇଣ୍ଡିଆନ୍ ସିଲ୍କ ହାଉସ୍ ଏଜେନ୍ସିସ୍ ଓଡ଼ିଶାର ଭୁବନେଶ୍ୱରରେ ଏହାର ନୂଆ ଷ୍ଟୋର ଆରମ୍ଭ କରିଛି । ଏହି ଷ୍ଟୋରକୁ ମୁଖ୍ୟ ଅତିଥି ଇଣ୍ଡିଆନ୍ ସିଲ୍କ ହାଉସ୍ ଏଜେନ୍ସିର ପ୍ରତି ।ତା ପ୍ରତିଭା

ବିଶ୍ୱର ପ୍ରଥମ ୩ଡି+୪କେ ୫୫” ଏଣ୍ଡୋସ୍ପାଇନ୍ ଅସ୍ତ୍ରୋପଚାର ଏବେ ଓଡ଼ିଶାରେ ଉପଲବ୍ଧ

ଭୁବନେଶ୍ୱର : ମେରୁଦଣ୍ଡ ଓ ଭର୍ଟେବାଏ ସ୍ଲିପ ଡିସ୍କ ତଥା ସ୍କିଆଟିକାର ଦୁଇଟି ସାଧାରଣ ଓ ଯନ୍ତ୍ରଣାଦାୟକ ରୋଗର ସଫଳ ଅସ୍ତ୍ରୋପଚାର କରାଯାଇପାରିବ ବୋଲି ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ମଡର୍ଣ୍ଣ ଆର୍ଥୋ କ୍ଲିନିକର ଏଣ୍ଡୋସ୍କୋପିକ୍ ସର୍ଜନ୍ ତଥା ଅର୍ଥୋପେଡ଼ିସିଆନ୍ ଡାକ୍ତର ପିସି ଦେ କହିଛନ୍ତି

ଝାଡଖଣ୍ଡ ନିର୍ବାଚନ ପାଇଁ ଓଡିଶା ରାଜଭଵନ ବିଜେପିର ୱାର ରୁମ ପାଲଟିଛି : ବିଜେଡି

ଓଡିଶା ରାଜଭଵନର ଗାରିମା କ୍ଷୁର୍ଣ୍ଣ ହେଉଛି ରାଜନୈତିକ ସ୍ୱାର୍ଥ ହାସଲ ଲାଗି ରାଜଭଵନର ଗାରିମାକୁ କଳୁଷିତ କରାଯାଉଛି ରାଜ୍ୟପାଳଙ୍କ ପୁଅଙ୍କ ଆକ୍ରମଣର ଶିକାର ଏଏସଓଙ୍କୁ ଏବେବି ନ୍ୟାୟ ପ୍ରଦାନ କରି ନାହାନ୍ତି ବିଜେପି ସରକାର ଭୁବନେଶ୍ୱର : ଗତ କିଛି ଦିନ ଭିତରେ, ଓଡ଼ିଶାର ରାଜଭଵନ