Odia news portal

ଏ ପାଣିରେ ଡାଲି ସିଝୁନାହିଁ, ବାଚସ୍ପତି, ମନ୍ତ୍ରୀ ଓ ବିଧାୟକମାନେ ଆସି ଦେଖନ୍ତୁ : ସାରଦା ପ୍ରଧାନ

ଦୁଇ କିଲୋମିଟର ଦୂରରୁ ପିଇବା ପାଣି ବୁହାହୋଇ ଆସୁଛି : ସରପଞ୍ଚଙ୍କ ହାତରେ ପାଣି ଚାବି ଭୁବନେଶ୍ୱର : ବାଚସ୍ପତି ମହୋଦୟା ମୋ ଘରେ ଆବଶ୍ୟକ ପିଇବା ପାଣି ଦୁଇ କିଲୋମିଟର ଦୂରରୁ ବୁହାହୋଇ ଆସୁଛି । ଯେଉଁ ପାଣି ମିଳୁଛି ସେଥିରେ ଡାଲି ସିଝୁ ନାହିଁ । ରୋଷେଇ ଗଣ୍ଡାଏ ହୋଇପାରୁ ନାହିଁ । ଆପଣ…

ସାମ୍ବାଦିକ ମାନଙ୍କୁ ମାସିକ ୧୦ ହଜାର ଟଙ୍କା ପ୍ରଦାନ

ଭୁବନେଶ୍ୱର : ଓଡ଼ିଶାରେ କାର୍ଯ୍ୟରତ ପ୍ରାୟ ୩୦ ହଜାର ସାମ୍ବାଦିକ ମାନଙ୍କୁ ଅବସରକାଳୀନ ଭତ୍ତା ଭାବେ ମାସିକ ୧୦ ହଜାର ଟଙ୍କା ପ୍ରଦାନ ପାଇଁ ଓଡ଼ିଶା ଗଣମାଧ୍ୟମ ପରିଷଦ ଓ ଓଡିଶା ପ୍ରେସ୍ ଏକାଡେମୀର ମିଳିତ ଉଦ୍ୟମରେ ସେପ୍ଟେମ୍ବର ପହିଲାରୁ କାର୍ଯ୍ୟକ୍ଷମ ହେବ ବୋଲି ଓଡ଼ିଶା ପ୍ରେସ୍ ଏକାଡେମୀର…

ମୁଖ୍ୟମନ୍ତ୍ରୀ ଜଣେ ଆଦିବାସୀ ହୋଇ ମଧ୍ୟ ଆଦିବାସୀଙ୍କ ସ୍ୱାର୍ଥ ବିଷୟରେ ଚିନ୍ତା କରୁନାହାନ୍ତି : ବିଜେଡି

ପୋଲାଭରମ ଯୋଗୁଁ ମାଲକାନଗିରି ଜିଲ୍ଲାର ବହୁ ଅଞ୍ଚଳ ଜଳମଗ୍ନ ହେବଓଡ଼ିଶାର ଲଗାତାର ବିରୋଧ ସତ୍ତ୍ୱେ କେନ୍ଦ୍ରର ବିଜେପି ସରକାର ପୋଲାଭରମ ପ୍ରକଳ୍ପକୁ ଅର୍ଥ ମଞ୍ଜୁର କରିବା ଦୁର୍ଭାଗ୍ୟଜନକ ଭୁବନେଶ୍ୱର : ଓଡିଶା ସ୍ୱାର୍ଥର ନାରା ଦେଇ କ୍ଷମତାକୁ ଆସିଥିବା ବିଜେପି ସରକାର ନିକଟରେ ଶେଷ ହୋଇଥିବା…

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ବର : ଆଇଏଏସ୍‌ ସ୍ତରରେ ରାଜ୍ୟ ସରକାର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୬ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍‌ ଶାଶ୍ବତ ମିଶ୍ର ଅର୍ଥ ବିଭାଗର ପ୍ରମୁଖ ସଚିବ ହୋଇଛନ୍ତି। ପୂର୍ବରୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିବା ଶାଶ୍ୱତ ମିଶ୍ର…

ପୁଣି ଆସୁଛି ଆଉ ଏକ ଲଘୁଚାପ : ଅଗଷ୍ଟ ୩ ତାରିଖ ଯାଏଁ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ପଶ୍ଚିମ ବଙ୍ଗୋପସାଗର ତତ୍‌ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଲଘୁଚାପ କ୍ଷେତ୍ର ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର, ପଶ୍ଚିମ ଦିଗରେ ଅଗ୍ରସର ହେବ। ଏହାର ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର…

ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ପଦକ : ସୁଟର ମନୁ ଭାକର ଜିତିଲେ ବ୍ରୋଞ୍ଜ

ଭୁବନେଶ୍ୱର : ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତକୁ ମିଳିଛି ପ୍ରଥମ ପଦକ। ସୁଟର୍ ମନୁ ଭାକର ୧୦ ମିଟର ଏୟାର ପିସ୍ତଲ୍ ଇଭେଣ୍ଟରେ ଜିତିଛନ୍ତି ବ୍ରୋଞ୍ଜ ପଦକ। ଭାରତୀୟ ତାରକା ମହିଳା ସୁଟର ମନୁ ଭାକର ଗତକାଲି ପ୍ୟାରିସ୍ ଅଲିମ୍ପିକ୍ସର ପ୍ରଥମ ଦିନରେ ଚମତ୍କାର ପ୍ରଦର୍ଶନ କରିଥିଲେ । ୨୨ ବର୍ଷୀୟ…

ୱାର୍ଲ୍ଡ ଟ୍ରେଡ ସେଂଟର ଭୁବନେଶ୍ୱର ପକ୍ଷରୁ ୱାର୍ଲ୍ଡ ଟ୍ରେଡ୍ ଡେ’ ୨୦୨୪ ପାଳିତ

ବିଶ୍ୱ ବାଣିଜ୍ୟ ଦିବସ ୨୦୨୪ରେ ବିଶ୍ୱ ବାଣିଜ୍ୟରେ ଓଡ଼ିଶାର ଭୂମିକା ଉପରେ ଆଲୋକପାତ ଭୁବନେଶ୍ୱର : ୱାର୍ଲ୍ଡ ଟ୍ରେଡ୍ ସେଂଟର ଭୁବନେଶ୍ୱର ପକ୍ଷରୁ ୱାର୍ଲ୍ଡ ଟ୍ରେଡ୍ ଡେ’ ୨୦୨୪ ପାଳନ କରାଯାଇଛି । ଆନ୍ତର୍ଜାତୀୟ ବାଣିଜ୍ୟ ଏବଂ ଅର୍ଥନୈତିକ ବିକାଶ ଓ ରାଜ୍ୟର ଆଂଚଳିକ ଅଭିବୃଦ୍ଧି ଉପରେ ଏହାର…

ଅଲିମ୍ପିଆନ ପରାଗ ପାଟିଲଙ୍କ ସହ ଓଡିଏମ ଗ୍ଲୋବାଲ ସ୍କୁଲରେ ଟ୍ରାନ୍ସଫର୍ମେଟିଭ୍ ମାଷ୍ଟରକ୍ଲାସ ଆୟୋଜନ

ଭୁବନେଶ୍ୱର : ଓଡିଏମ୍ ଗ୍ଲୋବାଲ୍ ସ୍କୁଲ୍ ପକ୍ଷରୁ ଜୁଲାଇ ୨୬ ତାରିଖରେ ସ୍କୁଲ ପରିସରରେ ଓଡିଏମ୍ ମାଷ୍ଟରକ୍ଲାସ୍ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି, ଯେଉଁଥିରେ କିମ୍ବଦନ୍ତୀ ବରିଷ୍ଠ ଅଲିମ୍ପିଆନ୍ ତଥା ଅନ୍ତର୍ଜାତୀୟ ପ୍ରଶିକ୍ଷକ ପରାଗ ପାଟିଲ୍ ଅଂଶଗ୍ରହଣ କରିଛନ୍ତି । କ୍ରୀଡ଼ା, ନେତୃତ୍ୱ ଏବଂ…

ଭୁବନେଶ୍ୱରରେ ରିଜ୍‌ଟା ମାତ୍ର ୯୬.୧୨୯ ଟଙ୍କାର ପ୍ରାରମ୍ଭିକ ମୂଲ୍ୟରେ ଉପଲବ୍ଧ

ଭୁବନେଶ୍ୱରରେ ଏକ ମେଗା ଇଭେଂଟ୍‌ରେ ନିଜର ପ୍ରଥମ ଫ୍ୟାମିଲି ସ୍କୁଟର ରିଜ୍‌ଟାର ୪୦ ୟୁନିଟ୍ ଡେଲିଭର କରିଛି ଏଥର୍ ଏନର୍ଜିଭୁବନେଶ୍ୱର : ଭାରତର ଅନ୍ୟତମ ପ୍ରମୁଖ ଇଲେକ୍‌ଟ୍ରିକ ଦୁଇଚକିଆ ଯାନ ଉତ୍ପାଦନକାରୀ, ଏଥର୍ ଏନର୍ଜି ଆଜି ଭୁବନେଶ୍ୱରରେ ଏହାର ‘ମିଟ୍ ରିଜ୍‌ଟା’ ଇଭେଂଟ୍‌ର ଆୟୋଜନ କରିଛି ।…

ଓଡିଶାରେ ପ୍ରଥମ ଥର ଆୟୋଜିତ ହୋଇଛି ମିସ୍ ୟୁନିଭର୍ସ ଓଡିଶା

ମିସ୍ ଯୁନିଭର୍ସ ଟାଇଟେଲ୍ ହାତେଇବା ଲକ୍ଷ୍ୟରେ ଓଡ଼ିଶା ଭୁବନେଶ୍ୱର : ସୌନ୍ଦର୍ଯ୍ୟ ଜଗତରେ ଏବେ ବିଶ୍ବରେ ସ୍ଥାନିତ ହେବାର ସ୍ବପ୍ନ ନେଇ ଆଗେଇଛି ଓଡିଶା । ଏହି ସ୍ରୋତରେ ସାମିଲ ହୋଇଛନ୍ତି ରାଜ୍ୟର ୧୬ ଜଣ ସୁନ୍ଦରୀ । ଓଡିଶାରେ ପ୍ରଥମ ଥର ପାଇଁ ମିସ୍ ୟୁନିଭର୍ସ ଓଡିଶା, ମିସ୍ ୟୁନିଭର୍ସ…