Browsing Category
ରାଜ୍ୟ
ବାଲେଶ୍ୱର ଓ ଭଦ୍ରକରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର
ସିମୁଳିଆ, ସୋରୋ, ଧାମନଗର ଓ ଭଣ୍ଡାରୀପୋଖରୀରେବିଶାଳ ଜନସଭାରେ ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବାକୁ ଆହ୍ୱାନ
ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ଆର୍ଥିକ ବୋଝ ହାଲ୍କା କରିବା ପାଇଁ କାମ କରୁଛନ୍ତି, କେନ୍ଦ୍ରର ବିଜେପି ସରକାର ଆପଣମାନଙ୍କ ବୋଝ ବଢ଼େଇ ଚାଲିଛନ୍ତି
ମହାପ୍ରଭୁଙ୍କ!-->!-->!-->!-->!-->…
ମୁକ୍ତ ଅବାଧ ଓ ନିରପେକ୍ଷ ନିର୍ବାଚନରେ ବାଧା ସୃଷ୍ଟି କରୁଛି ବିଜେପି
ଭୁବନେଶ୍ୱର : ମୁକ୍ତ ଅବାଧ ଓ ନିରପେକ୍ଷ ନିର୍ବାଚନରେ ବାଧା ସୃଷ୍ଟି କରୁଛି ବିଜେପି। ନିର୍ବାଚନ ବୈତରଣୀ ପାର ହେବା ଲାଗି ବିଜେପି ଭୋଟରଙ୍କୁ ପ୍ରଭାବିତ କରିବାକୁ ଶେଷ ଆୟୁଧ କରିଛି । ଓଡିଶାରେ ମା’ଙ୍କ ସମର୍ଥନ କମ ପଡିବାରୁ ବିଜେପି ଉତ୍ତର ପ୍ରଦେଶରୁ ମହିଳାଙ୍କୁ ଆଣିଛନ୍ତି । ଉତ୍ତର!-->…
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ, ୧୪ଶହ ବୁଥ ହେବ ମହିଳାଙ୍କ…
ଭୁବନେଶ୍ୱର : ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ରାଜ୍ୟରେ ୯୯ ଲକ୍ଷ ୬୧ ହଜାର ଭୋଟର ମତଦାନ କରିବେ । ୫୦ ଲକ୍ଷ ୮୮ ହଜାର ପୁରୁଷ ଭୋଟର ରହିଥିବା ବେଳେ ୪୮ ଲକ୍ଷ ୭୨ ହଜାର ମହିଳା ଭୋଟର ।
ସେହିପରି ୬ ହଜାର ୮୭ ଜଣ ତୃତୀୟ ଲିଙ୍ଗି ଭୋଟର ରହିଛନ୍ତି । ୧୦ ହଜାର ୮୮୨ଟି ମତଦାନ କେନ୍ଦ୍ରରେ ମତଦାନ!-->!-->!-->…
ପୁରୀ ବାଣ ବିସ୍ଫୋରଣ ଘଟଣା : ସହାୟତା ରାଶି ଘୋଷଣା ସହ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଉଚ୍ଚସ୍ତରୀୟ ପ୍ରଶାସନିକ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା
ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି!-->!-->!-->!-->!-->!-->!-->…
ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ସମୟରେ ବାଣ ବିସ୍ଫୋରଣ ଘଟଣା : ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ପୁରୀ : ବାଣ ବିସ୍ଫୋରଣ ଘଟଣାରେ ଆହତଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ସମ ହସ୍ପିଟାଲ ଯାଇ ସେଠାରେ ଚିକିତ୍ସିତ ହେଉଥିବା ଆହତଙ୍କୁ ଭେଟିବା ସହ ସେମାନଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରି ବୁଝିଛନ୍ତି । ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି!-->…
ଶେଷ ଦିନରେ ପ୍ରାର୍ଥୀଙ୍କ ପାଇଁ ମାରାଥନ ପ୍ରଚାର କରିବେ ନବୀନ
ଭୁଵନେଶ୍ବର : ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଚାରର ଶେଷ ଦିନରେ ମାରାଥନ ପ୍ରଚାର କରିବେ । ଭଦ୍ରକ ଚାନ୍ଦବାଲିରେ ଆଜି ପ୍ରଚାର ସଭାକୁ ସମ୍ବୋଧନ କରି ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ଅପରାହ୍ଣରେ ୩ଟା ୫୫ ମିନିଟରେ ଭୁବନେଶ୍ୱରର ବିମାନ ବନ୍ଦରରୁ ହେଲିକପ୍ଟର ଯୋଗେ!-->…
ଆହତ ମାନଙ୍କ ଚିକିତ୍ସା ଖର୍ଚ୍ଚ CMRF ରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା
ଚନ୍ଦନ ଯାତ୍ରା ସମୟରେ ପୁରୀ ନରେନ୍ଦ୍ର ପୋଖରୀରେ ବାଣ ଦୁର୍ଘଟଣା ରେ ମୁଖ୍ୟମନ୍ତ୍ରୀ ଙ୍କ ଉଦବେଗ ପ୍ରକାଶଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରି ତୁରନ୍ତ ଆବଶ୍ୟକ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶଭୁବନେଶ୍ୱର : ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୁଷ୍କରିଣୀ ଦେବୀଘାଟରେ!-->…
ଶ୍ରୀଜଗନ୍ନାଥ ପାଞ୍ଚ ରାତ୍ର କାର୍ଯ୍ୟକ୍ରମ ନିମନ୍ତେ ହରିଦ୍ୱାର ଯାତ୍ରା
ଭୁବନେଶ୍ୱର : ଶ୍ରୀ ଜଗନ୍ନାଥ ପାଞ୍ଚରାତ୍ର ପ୍ରଚାର ସମିତି ପକ୍ଷରୁ ହରିଦ୍ୱାରରେ ମହାପ୍ରଭୁଙ୍କ ପ୍ରଚାର ଓ ପ୍ରସାର ନିମନ୍ତେ ଶ୍ରୀ ଜଗନ୍ନାଥ ପାଞ୍ଚରାତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଓଡିଶାରୁ ପ୍ରାୟ ୧୫୦ ଜଣ ମହାପ୍ରଭୁଙ୍କୁ ଭଲ ପାଉଥିବା ଭକ୍ତ ଆଜି ହରିଦ୍ୱାରକୁ ଯାତ୍ରା କରିଛନ୍ତି ।
!-->!-->…
ଆଜି ଶ୍ରୀକ୍ଷେତ୍ର ଭଉଁରୀ : ନରେନ୍ଦ୍ରରେ ୨୧ ଘେରା ଚାପ ଖେଳିବେ ମହାପ୍ରଭୁ
ପୁରୀ : ଆଜି ଶ୍ରୀକ୍ଷେତ୍ର ଭଉଁରୀ। ଏଥିଲାଗି ପ୍ରସ୍ତୁତି ଶେଷ ହୋଇଛି। ମହାପ୍ରଭୁ ଭଉଁରୀ ଯାତରେ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଘେରା ଚାପ ଖେଳିବେ। ମହାପ୍ରଭୁଙ୍କର ଏହି ନିଆରା ଜଳକ୍ରୀଡ଼ା ଦେଖିବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ସମ୍ଭାବନା ରହିଛି। ଏହାକୁ ନଜରରେ ରଖି ପୁଲିସ ପକ୍ଷରୁ କଡ଼ା!-->…
ଭୋଗରାଇରେ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର
• ଆମେ କଥାରେ ନୁହେଁ କାମରେ ବିଶ୍ୱାସ କରିବା ଲୋକ• ମୁଖ୍ୟମନ୍ତ୍ରୀଙ୍କ ପ୍ରେରଣାରେ ଆମେ କାମ କରୁଛୁ• ଭୁଷଣ୍ଡେଶ୍ୱର ମନ୍ଦିର କାମ ଚାଲିଛି• ଭୋଗରାଇ ସଂସ୍କାର ପ୍ରକଳ୍ପ ପାଇଁ ୧୦୦ କୋଟି ଟଙ୍କା, ଓଡ଼ିଶା କୋଷ୍ଟ କେନାଲ ପ୍ରକଳ୍ପ ପାଇଁ ୨୧୮ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର!-->…