Odia news portal
Browsing Category

ରାଜ୍ୟ

ବଡ଼ସାହିରେ ବେତନଟୀରେ ଶ୍ରୀ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର

• ମୁଖ୍ୟମନ୍ତ୍ରୀଙ୍କ ଦିନରାତି କଠିନ ପରିଶ୍ରମର ଫଳସ୍ୱରୂପ ମିଶନଶକ୍ତି ଆଜି ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି • ଆପଣମାନଙ୍କ ଆଶୀର୍ବାଦରୁ ନବୀନ ପଟ୍ଟନାୟକ ଜୁନ ୯ ତାରିଖରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ • ଶପଥ ନେବା ପରେ ପ୍ରଥମ ଦସ୍ତଖତରେ ସମସ୍ତଙ୍କ ପାଇଁ

ଇଲିଟି ଫାଉଣ୍ଡେସନ ଶିଶୁ ଶିକ୍ଷାନୁଷ୍ଠାନର ୧୦ମ ଗ୍ରୀଷ୍ମ ଶିବିର ଉଡାନ – ୨ ଅନୁଷ୍ଠିତ

ଭୁବନେଶ୍ବର : ଇଲିଟି ଓୟାଣ୍ଡର ଇୟାର ଓ ହେଲୋକିଡ୍ସ ଖେଳ ବିଦ୍ୟାଳୟରେ ଶିଶୁମାନଙ୍କର ଗ୍ରୀଷ୍ମ ଶିବିର ଉଡାଣ - ୨ ଅନୁଷ୍ଠିତ ହୋଇଯାଇଛି। ଏହା ମେ ୧ ତାରିଖ ଠାରୁ ୨୬ତାରିଖ ପର୍ଯ୍ୟନ୍ତ ଚାଲି ଥିଲା । ଏହି ଶିବିରକୁ ନେଇ ଅଭିଭାବକ, ଶିକ୍ଷକ ଶିକ୍ଷୟିତ୍ରୀ ଓ ପିଲାମାନଙ୍କ ମନରେ ବହୁ ଆଗ୍ରହ ଓ

ଭଦ୍ରକ ବାସୁଦେବପୁର ଓ ତିହିଡିରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର

ବର୍ତ୍ତମାନ ସୁଦ୍ଧା ଆମେ ସଂଖ୍ୟା ଗରିଷ୍ଠତା ପାଇସାରିଛୁତିନି ପର୍ଯ୍ୟାୟରେ ଓଡିଶାର ୧୦୫ଟି ସିଟ୍‌ରେ ନିର୍ବାଚନ ସରିଯାଇଛି, ମହାପ୍ରଭୁଙ୍କ ଆଶୀର୍ବାଦରୁ ବର୍ତ୍ତମାନ ସୁଦ୍ଧାଆମେ ନମ୍ବର ପାଇ ସାରିଛୁ, ନିର୍ବାଚନ ଫଳ ବାହାରିଲେଆପଣମାନେ ଦେଖିବେ ମହାପ୍ରଭୁଙ୍କ ଆଶୀର୍ବାଦରୁ ଜୁନ୍‌ ୯ରେ ନବୀନ

ବାପା ମାଙ୍କ ଋଣ ସୁଝିଲା ୨୧ ମାସର ପୁଅ

ଭୁବନେଶ୍ୱର: ଦୁନିଆ କଣ ଜାଣିବା ଆଗରୁ ସମସ୍ତଙ୍କ ପାଇଁ ଆଦର୍ଶ ପାଲଟିଛନ୍ତି ପ୍ରତ୍ୟୁଷ ପାଣିଗ୍ରାହୀ । ମାତ୍ର ୧ ବର୍ଷ ଆଉ ୯ ମାସ ବୟସରେ ତିନି ତିନିଟି ଅଙ୍ଗଦାନ କରି ସମସ୍ତଙ୍କ ପାଇଁ ଉଦାହରଣ ସାଜିଛନ୍ତି ପ୍ରତ୍ୟୁଷ ପାଣିଗ୍ରାହୀ ଓ ତାଙ୍କ ପିତା ମାତା । ଗୋଟେ ବର୍ଷ ଆଉ ୯ ମାସର ପୁଅକୁ

ସରିଲା ୩ ରଥର ନାହାକା କାମ, ବୁଧବାର ଭଉଁରୀ ତିଥିରେ ହେବ ଚକାଡେରା ନୀତି

ପୁରୀ : ରଥ ନିର୍ମାଣକୁ ନେଇ ଚଳଚଞ୍ଚଳ ରଥଖଳା । ଆଜି ତିନି ରଥର ନାହାକା, ଅଖ ନିର୍ମାଣ ଅନୁକୂଳ ପୂଜା ବିଶ୍ୱକର୍ମା ସେବକଙ୍କ ଦ୍ୱାରା ସମ୍ପୂର୍ଣ୍ଣ କରାଯାଇଛି । ତେବେ ଆସନ୍ତା ବୁଧବାର ପବିତ୍ର ଭଉଁରୀ ତିଥିରେ ଚକା ଡ଼େରା ନୀତି ପାଳିତ ହେବ । ସେଥିପାଇଁ ତିନି ରଥର ଗୋଟିଏ ଗୋଟିଏ

ଅପରାଧୀ ଓ ଠକଙ୍କୁ ବିଜେପି ଫୁଲମାଳ ଦେଇ ସ୍ୱାଗତ କରେ ଓ ଟିକେଟ ଦିଏ : ବିଜେଡି

 ପ୍ରଶାନ୍ତ ଜଗଦେବ ଓ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଛି ବିଜେପି ଟିକେଟ ଜମି ଜବରଦଖଲକାରୀ ବୈଜୟନ୍ତ ପଣ୍ଡାଙ୍କୁ କୋଳେଇ ନେଇଛି ବିଜେପି ବିଜେପିର କେନ୍ଦ୍ରୀୟ ନେତାମାନେ ଏଭଳି ଠକଙ୍କ ସଂକ୍ରାନ୍ତରେ ଅଜ୍ଞଭୁବନେଶ୍ୱର : ଗୁଣ୍ଡା, ଜମି ଜବରଦଖଲକାରୀ, ଠକ ଓ କଳାଧନ କାରବାର କରୁଥିବା ଲୋକଙ୍କୁ

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ

ଝିଅଙ୍କ ପାସ୍ ହାର ୯୬.୭୩ ପ୍ରତିଶତ ଓ ପୁଅଙ୍କ ପାସ୍ ହାର ୯୫.୩୯ ପ୍ରତିଶତ ଭୁଵନେଶ୍ଵର : ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । ପାସ୍ ପାର ୯୬.୦୭ ପ୍ରତିଶତ ରହିଛି। ଝିଅଙ୍କ ପାସ୍ ହାର ୯୬.୭୩ ପ୍ରତିଶତ ରହିଥିବାବେଳେ ଓ ପୁଅଙ୍କ ପାସ୍ ହାର ୯୫.୩୯ ପ୍ରତିଶତ ରହିଛି । ଦିନ ୧୧ଟା ୩୦ ସୁଦ୍ଧା

EVM ଫିଙ୍ଗିବା ଅଭିଯୋଗରେ ଗିରଫ ହେଲେ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର: EVM ଫିଙ୍ଗିବା ଅଭିଯୋଗରେ ଗିରଫ ହେଲେ ପ୍ରଶାନ୍ତ ଜଗଦ୍ଦେବ ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଯିବା ଅଭିଯୋଗ ମାମଲାରେ ଚିଲିକା ବିଧାୟକ ତଥା ଚଳିତ ନିର୍ବାଚନରେ ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଗିରଫ ହୋଇଛନ୍ତି।

ଗୋଟିଏ ଦିନରେ ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ସାମ୍ବାଦିକଙ୍କୁ ଆକ୍ରମଣ

ଭୁଵନେଶ୍ଵର : ଦେଶର ଚତୁର୍ଥ ସ୍ତମ୍ବ ବି ଆଜି ସୁରକ୍ଷିତ ନୁହେଁ । ସାମ୍ବାଦିକମାନେ ଏବେ ଲୋକପ୍ରତିନିଧୀଙ୍କ ଆକ୍ରୋଶରେ ବାରମ୍ବାର ଶିକାର ହେଉଛନ୍ତି । ଏହା ପଛରେ କାରଣ ଯାହା ହେଉନା କାହିଁକି, କିନ୍ତୁ ଏହା ନିନ୍ଦନୀୟ । ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଚାଲିଥିବା ବେଳେ

ଆସନ୍ତାକାଲି ସକାଳେ ଭୀଷଣ ବାତ୍ୟାର ରୂପ ନେବ ରେମାଲ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ତୀବ୍ର ଅବପାତ ନେଲା ବାତ୍ୟାର ରୂପ । ଏହା ଭୀଷଣ ବାତ୍ୟାର ରୂପ ନେଇ ଆସନ୍ତାକାଲି ମଧ୍ୟ ରାତିରେ ସ୍ଥଳଭାଗ ଛୁଇଁବା ନେଇ ସୂଚନା ଦିଆଯାଇଛି । ପାଣିପାଗ ବିଭାଗର ଆକଳନ ଅନୁସାରେ, ପଶ୍ଚିମବଙ୍ଗର ସାଗର ଦ୍ୱୀପ ଓ ବାଂଲାଦେଶର ଖେପୁପରା ମଧ୍ୟରେ ଲ୍ୟାଣ୍ଡଫଲ୍