Odia news portal
Browsing Category

ରାଜ୍ୟ

ଜ୍ଞାନ ଓ ସୃଜନଶୀଳତା ସହ ଶିକ୍ଷାର ଯାତ୍ରାକୁ ପାଳନ କରିଛି ଓଡିଏମ୍ ଗ୍ଲୋବାଲ ସ୍କୁଲ

ଭୁବନେଶ୍ୱର : ଓଡିଏମ୍ ଗ୍ଲୋବାଲ ସ୍କୁଲ ଜ୍ଞାନ ଓ ସୃଜନଶୀଳତାର ଶକ୍ତି ସହିତ ଶିକ୍ଷାର ଯାତ୍ରାକୁ ଗର୍ବର ସହ ପାଳନ କରିଛି । ଦ ନଲେଜ କ୍ରଲ କାର୍ଯ୍ୟକ୍ରମ ଯୁବ ଶିକ୍ଷାର୍ଥୀଙ୍କ ମଧ୍ୟରେ ବୈଜ୍ଞାନିକ କୌତୁହଳକୁ ପ୍ରଜ୍ଜ୍ୱଳିତ ଓ ବୃଦ୍ଧି କରିବା ପାଇଁ ପ୍ରସ୍ତୁତ ଅଭିନବ ବିଚାରଧାରା, କଳାତ୍ମକ

କେରଳ ୱାୟନାଡ୍‌ରେ ପ୍ରଧାନମନ୍ତ୍ରୀ ମୋଦି; ଆକାଶମାର୍ଗରୁ ଦେଖିଲେ ପ୍ରଳୟର କ୍ଷତଚିହ୍ନ

ଭୁବନେଶ୍ୱର: କେରଳ ୱାୟନାଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବୁଲି ଦେଖିଲେ ପ୍ରଳୟର କ୍ଷତଚିହ୍ନ। ଭୂସ୍ଖଳନରେ ଛାରଖାର ହୋଇଥିବା ଅଞ୍ଚଳରେ ସ୍ଥିତି ପରଖିଛନ୍ତି। ପ୍ରଥମେ ଆକାଶମାର୍ଗରୁ ଭୁସ୍ଖଳନ ଉତ୍ପତ୍ତି ସ୍ଥଳ ଓ ଧ୍ବଂସ ବିଧ୍ବସ୍ତ ଅଞ୍ଚଳ ବୁଲି ଦେଖିଥିଲେ। ଧ୍ବସ୍ତସ୍ତୁପ

ବିଶ୍ବ ଆଦିବାସୀ ଦିବସରେ ପୁଣି ଦାବି ଦୋହରାଇଲେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର : ପୁଣି ଆଦିବାସୀଙ୍କ ସ୍ବାର୍ଥରେ ବାହାରିଲେ ନବୀନ । ଶଙ୍ଖ ଭବନରେ ବିଶ୍ବ ଆଦିବାସୀ ଦିବସ ପାଳନ ଅବସରରେ ହୋ, ମୁଣ୍ଡାରୀ, ଭୂମିଜ, ସଉରା ପରି ଆଦିବାସୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ମାନ୍ଯତା ମିଳୁ ବୋଲି ବିଜେଡି ସୁପ୍ରିମୋ ପୁଣି ଦାବି କରିଛନ୍ତି । କହିଛନ୍ତି,

ବିଜୁ ଜନତା ଦଳର ସଭାପତିଙ୍କୁ ଭେଟିଲେ ରାଜ୍ୟସ୍ତରିୟ ସମନ୍ୱୟ କମିଟି

ସାଙ୍ଗଠନିକ ପୁନର୍ଗଠନ ପାଇଁ ଦେଲେ ପ୍ରସ୍ତାବ ନଭେମ୍ବରରୁ ସାର ରାଜ୍ୟ ଗସ୍ତ କରିବେ ନବୀନ ପଟ୍ଟନାୟକ ସୋସିଆଲମିଡିଆରେ ସକ୍ରିୟ ରହିବା ପାଇଁ ସଭାପତି ଦେଲେ ପରାମର୍ଶ ଭୁବନେଶ୍ୱର : ଶ୍ରୀ ଦେବୀ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ବିଜୁ ଜନତା ଦଳର ରାଜ୍ୟସ୍ତରୀୟ ସମନ୍ୱୟ କମିଟିର

Waqf Board ରେ ମୁସଲମାନଙ୍କର ସ୍ବାଥର୍ର ସୂରକ୍ଷା ପାଇଁ ବିଜୁ ଜନତା ଦଳ ପ୍ରତିଶ୍ରୁତିବଦ୍ଧ : ନବୀନ ପଟ୍ଟନାୟକ

ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାର ସଂଖ୍ୟାଲଘୁ ସଂପ୍ରଦାୟ ଭୁବନେଶ୍ବର : ଗୁରୁବାର ସଂନ୍ଧ୍ୟାରେ ନବୀନ ନିବାସରେ ପୂରୀ, ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାର ମୁସଲମାନ ବନ୍ଧୁମାନେ ବିଜୁ ଜନତା ଦଳ ସଭାପତି ତଥା ବିରୋଧୀଦଳ

ଭୁବନେଶ୍ୱରରେ ଖୋଲିଲା ଦେଶର ପ୍ରଥମ ଚାଉଳ ATM

ଭୁଵନେଶ୍ଵର : ଏଟିଏମ୍‌ରୁ ବାହାରିବ ଚାଉଳ । ପୂର୍ବରୁ ଆପଣ ଏଟିଏମ୍‌ରୁ ଟଙ୍କା ଉଠାଉଥିଲେ । ଏବେ ଏଟିଏମ୍‌ରୁ ଆପଣ ଉଠାଇ ପାରିବେ ଚାଉଳ । ଭୁବନେଶ୍ୱରରେ ଖୋଲିଛି ଦେଶର ପ୍ରଥମ ଚାଉଳ ଏଟିଏମ୍ । ମଞ୍ଚେଶ୍ବର ସ୍ଥିତ ଚାଉଳ ଗୋଦାମଠାରେ ଖୋଲିଛି ଏହି ରାଇସ୍ ଏଟିଏମ୍‌ । ଏହି ଚାଉଳ ଏଟିଏମ୍‌କୁ

ଉପ ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁପତ୍ର ଉପରୁ ଜିଏସଟି ଉଛେଦ ପ୍ରସଙ୍ଗରେ ମନ୍ତବ୍ୟ, କେନ୍ଦୁପତ୍ର ତୋଳାଳିଙ୍କ ସ୍ୱାର୍ଥ…

ଆଦିବାସୀ ସମ୍ପ୍ରଦାୟର ଜଣେ ନେତା ଆଜି ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଉ ଥିଲା ବେଳେ ଉପ ମୁଖ୍ୟମନ୍ତ୍ରୀଙ୍କ ଏଭଳି ଆଦିବାସୀ ବିରୋଧୀ ମନ୍ତବ୍ୟ ଗ୍ରହଣୀୟ ନୁହେଁ ଜିଏସଟି ଲାଗୁ ହେବା ପରେ କେନ୍ଦୁପତ୍ର ତୋଳାଳିଙ୍କ ବୋନସ କମିଛି ୨୦୧୯ ନିର୍ବାଚନରେ ବିଜେପିର କେନ୍ଦୁପତ୍ର

ଶ୍ରୀଜଗନ୍ନାଥ ସଂସ୍କୃତି ପରିଷଦ ପକ୍ଷରୁ ଲିଙ୍ଗିପୁରେ ୨୧୮ତମ କଥାମୃତ ଓ ଭଜନ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆଜି ମାସର ପ୍ରଥମ ରବିବାର ଶ୍ରୀଜଗନ୍ନାଥ ସଂସ୍କୃତି ପରିଷଦ ପକ୍ଷରୁ ନୀଳ କଣ୍ଠେଶ୍ୱର ମନ୍ଦିର ଇନ୍ଦିରା କଲୋନୀ ଲିଙ୍ଗିପୁର ଭୁବନେଶ୍ୱରରେ ୨୧୮ତମ କଥାମୃତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସଭାପତି ସଞ୍ଚିତା ମହାନ୍ତି ସଂଯୋଜନାରେ ନୀଳକଣ୍ଠେଶ୍ଵର ମନ୍ଦିର

କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଦୁଇ ବର୍ଷିଆ ବି.ଏଡ଼କୁ ଗ୍ରହଣ କରିବା ଏବଂ ବିଦ୍ୟାଳୟରେ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି…

ଭୁବନେଶ୍ୱର : ଆଜି ଓଡ଼ିଶାରେ ସ୍ବତନ୍ତ୍ର ଶିକ୍ଷା ରେ ପ୍ରଶିକ୍ଷଣ ନେଇଥିବା ଆଶାୟୀ ମାନଙ୍କ ସମସ୍ୟାର ସମାଧାନ ନିମନ୍ତେ ଅଲ୍ ଓଡ଼ିଶା ସ୍ବତନ୍ତ୍ର ଶିକ୍ଷା ପ୍ରଶିକ୍ଷଣ ଅନୁଷ୍ଠାନ ଫେଡ଼େରସନର ସଭାପତି ଡ଼ଃ ବିଭୁତି ଭୁଷଣ ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରେସମିଟ୍ ରେ ସଂପାଦକ ଡ଼ଃ

ରାଧାବଲ୍ଲଭ ମଠରେ ଶ୍ରୀ ଜଗନ୍ନାଥ ପାଞ୍ଚରାତ୍ର ପ୍ରଚାର ସମିତିର ବୈଠକ

ଭୁବନେଶ୍ୱର : ଗୁରୁବାର ସନ୍ଧ୍ୟାରେ ଶ୍ରୀ ଜଗନ୍ନାଥ ପାଞ୍ଚରାତ୍ର ପ୍ରଚାର ସମିତିର ସଭାପତି ମହନ୍ତ ରାମକୃଷ୍ଣ ଦାସ ମହାରାଜଙ୍କ ଅଧକ୍ଷତାରେ କାର୍ଯ୍ୟକାରୀ ସଦସ୍ୟ ମାନଙ୍କର ଏକ ଗୁରୁତ୍ୱପୁର୍ଣ ବୈଠକ ରାଧାବଲ୍ଲଭ ମଠରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠାକରେ ସମ୍ପାଦକ ପ୍ରଭାକର ମଲ୍ଲିକ,