Browsing Category
ରାଜନୀତି
ସୁଭଦ୍ରା ଯୋଜନାରେ ରାଜ୍ୟର ମହିଳାଙ୍କୁ ଠକିଲା ବିଜେପି : ବିଜେଡି
ସଂଖ୍ୟାଧିକ ମହିଳାଙ୍କୁ ଯୋଜନାରୁ ବାଦ୍ ଦେବା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି
ଓଡ଼ିଶାର ମହିଳାଙ୍କ ବିଶ୍ୱାସରେ ବିଷ ଦେଇଛି ବିଜେପି ସରକାର
ଭୁବନେଶ୍ୱର : ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିଜେଡି ରାଜ୍ୟସଭା ସାଂସଦ ତଥା ମୁଖପାତ୍ର…
ବିଜେପି ଛାଡ଼ି ବିଜେଡ଼ିରେ ମିଶିଲେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡି
ଶାସକ ଦଳ ବିଜେଡିକୁ ଭାଙ୍ଗିବାକୁ ଚେଷ୍ଟା କରୁଛି
ଅଶୋକ ଗେଡିଙ୍କୁ ପ୍ରଲୋଭନ ଦେଖାଇ, ବିଭିନ୍ନ ପ୍ରକାର ଧମକ ଦିଆଯାଇଥିଲା
ଭୁବନେଶ୍ୱର : ଯାଜପୁର ଜିଲ୍ଲା ଅନ୍ତର୍ଗତ ବରୀ ନିର୍ବାଚନ ମଣ୍ଡଳୀର ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡିଙ୍କ ସହ…
ବିଧାନସଭାରେ ବିଧାୟକ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀଙ୍କୁ ଅତିଥି କରିବା ଏକ ବଡ଼ ଅସଙ୍ଗତି : ବିଜେଡି
ରାଜ୍ୟ ସରକାର ପରମ୍ପରା ବିରୋଧୀ କାର୍ଯ୍ୟକ୍ରମ କରନ୍ତୁ ନାହିଁ
ବାଚସ୍ପତି ଦଳୀୟ କାର୍ଯ୍ୟାଳୟରେ ଯୋଗ ଦେବା ଉଚିତ ନୁହେଁ
ଭୁୁବନେଶ୍ୱର : ବିଜୁ ଜନତା ଦଳର ମୁଖ୍ୟାଳୟ ଶଙ୍ଖ ଭଵନ ଠାରେ ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ମୁଖପାତ୍ର ତଥା ଦଳର ଉପମୁଖ୍ୟ ସଚେତକ ପ୍ରତାପ ଦେବ…
ସୁଭଦ୍ରା ଯୋଜନା ପାଇଁ ଜିଲ୍ଲାପାଳଙ୍କ ମାଧ୍ୟମରେ ଫିଡ୍ବ୍ୟାକ ସଂଗ୍ରହ କରିବା ଏକ ପ୍ରହସନ : ବିଜେଡି
ରାଜ୍ୟର ଅଧିକାଂଶ ମହିଳା ସୁଭଦ୍ରା ଯୋଜନାରୁ ବଞ୍ଚିତ ହେବେଆୟ ପ୍ରମାଣପତ୍ର ଓ ଜାତିଗତ ପ୍ରମାଣପତ୍ର ପାଇଁ ଖର୍ଚ୍ଚାନ୍ତ ହୋଇଥିଲେ ରାଜ୍ୟର ଅଧିକାଂଶ ମହିଳା
ଭୁବନେଶ୍ୱର : ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆଜି ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ…
ଗତ ଆଠ ବର୍ଷ ମଧ୍ୟରେ ଓଡିଶା ପାଇଁ ମଞ୍ଜୁର ହୋଇନାହିଁ ନୂଆ ରେଳ ପ୍ରକଳ୍ପ : ବିଜେଡି
ରାଜ୍ୟର ଖଣିଜ ସଂପଦ ଅନ୍ୟ ରାଜ୍ୟକୁ ଚାଲାଣ ପାଇଁ କେନ୍ଦ୍ରର ଉଦ୍ୟମ
ବରଗଡ-ନୂଆପଡା ରେଳ ପ୍ରକଳ୍ପ ସମ୍ବନ୍ଧରେ ଚୁପ୍ କାହିଁକି?
ସାତ ବର୍ଷ ପୂର୍ବରୁ ଘୋଷିତ ପ୍ରକଳ୍ପକୁ ପୁଣି କ୍ୟାବିନେଟ ମଞ୍ଜୁରୀ
ଭୁୁବନେଶ୍ୱର : ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖଭବନ ଠାରେ ଆୟୋଜିତ ସାମ୍ୱାଦିକ…
ଆଳୁ ସମସ୍ୟା ସମାଧାନ ପାଇଁ ସରକାରଙ୍କ ଆନ୍ତରିକତା ଅଭାବ ସମସ୍ୟାକୁ ଗମ୍ଭୀର କରୁଛି : ବିଜେଡି
ସରକାରଙ୍କ ବିବୃତ୍ତି ଓ କାର୍ଯ୍ୟକ୍ରମ ମଧ୍ୟରେ ତାଳମେଳ ରହୁନି
ଭୁବନେଶ୍ୱର : ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖଭବନ ଠାରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ କହିଛନ୍ତି ଯେ, ବିଗତ ପ୍ରାୟ ଏକ ମାସ ଧରି ରାଜ୍ୟରେ…
ଏ ପାଣିରେ ଡାଲି ସିଝୁନାହିଁ, ବାଚସ୍ପତି, ମନ୍ତ୍ରୀ ଓ ବିଧାୟକମାନେ ଆସି ଦେଖନ୍ତୁ : ସାରଦା ପ୍ରଧାନ
ଦୁଇ କିଲୋମିଟର ଦୂରରୁ ପିଇବା ପାଣି ବୁହାହୋଇ ଆସୁଛି : ସରପଞ୍ଚଙ୍କ ହାତରେ ପାଣି ଚାବି
ଭୁବନେଶ୍ୱର : ବାଚସ୍ପତି ମହୋଦୟା ମୋ ଘରେ ଆବଶ୍ୟକ ପିଇବା ପାଣି ଦୁଇ କିଲୋମିଟର ଦୂରରୁ ବୁହାହୋଇ ଆସୁଛି । ଯେଉଁ ପାଣି ମିଳୁଛି ସେଥିରେ ଡାଲି ସିଝୁ ନାହିଁ । ରୋଷେଇ ଗଣ୍ଡାଏ ହୋଇପାରୁ ନାହିଁ । ଆପଣ…
ମୁଖ୍ୟମନ୍ତ୍ରୀ ଜଣେ ଆଦିବାସୀ ହୋଇ ମଧ୍ୟ ଆଦିବାସୀଙ୍କ ସ୍ୱାର୍ଥ ବିଷୟରେ ଚିନ୍ତା କରୁନାହାନ୍ତି : ବିଜେଡି
ପୋଲାଭରମ ଯୋଗୁଁ ମାଲକାନଗିରି ଜିଲ୍ଲାର ବହୁ ଅଞ୍ଚଳ ଜଳମଗ୍ନ ହେବଓଡ଼ିଶାର ଲଗାତାର ବିରୋଧ ସତ୍ତ୍ୱେ କେନ୍ଦ୍ରର ବିଜେପି ସରକାର ପୋଲାଭରମ ପ୍ରକଳ୍ପକୁ ଅର୍ଥ ମଞ୍ଜୁର କରିବା ଦୁର୍ଭାଗ୍ୟଜନକ
ଭୁବନେଶ୍ୱର : ଓଡିଶା ସ୍ୱାର୍ଥର ନାରା ଦେଇ କ୍ଷମତାକୁ ଆସିଥିବା ବିଜେପି ସରକାର ନିକଟରେ ଶେଷ ହୋଇଥିବା…
ବଜେଟ ରାଜ୍ୟ ଅର୍ଥନୀତିକୁ ଦୁଇପାଦ ପଛକୁ ନେବ : ବିଜେଡି
ସୁଭଦ୍ରା ଯୋଜନାରେ ଅଧିକାଂଶ ମହିଳା ବଞ୍ଚିିତ ହେବେ୨୪ ବର୍ଷରେ ୭୮ ହଜାର କୋଟି ଋଣ, ଗୋଟିଏ ବର୍ଷରେ ୪୩,୪୯୫ କୋଟି ଋଣରାଜ୍ୟର ପେନସନ ହିତାଧିକାରୀଙ୍କୁ ଲଲିପପ୍
ଭୁୁବନେଶ୍ୱର : ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଉପସ୍ଥାପିତ ହୋଇଥିବା ବଜେଟ ଏକ ଦୂରଦୃଷ୍ଟୀବିହୀନ,…
ନବୀନ ସରକାରଙ୍କ ୪୦ରୁ ଉର୍ଦ୍ଧ୍ୱ ଲୋକପ୍ରିୟ ଯୋଜନାର କପି ପେଷ୍ଟ, ଡବଲ ଇଞ୍ଜିନ ସରକାରରେ ଡବଲ ନୈରାଶ୍ୟ ବଜେଟ
ରାଜ୍ୟ ବଜେଟରେ କୌଣସି ନୂତନତ୍ୱ ନାହିଁ
ଭୁବନେଶ୍ୱର : ବିଜେପି ସରକାରଙ୍କ ଦ୍ୱାରା ଆଜି ପ୍ରସ୍ତୁତ କରା ଯାଇଥିବା ୨୦୨୪-୨୫ ବର୍ଷ ପାଇଁ ରାଜ୍ୟ ବଜେଟ ଉପରେ ପ୍ରତିକ୍ରିୟା ଦେଇ ବିଜୁ ଜନତା ଦଳର ବରିଷ୍ଠ ନେତା, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ମିଡ଼ିଆ ସଂଯୋଜକ ଶ୍ରୀ ପ୍ରତାପ ଜେନା ବଜେଟ…