Browsing Category
କ୍ରୀଡା
କଳିଙ୍ଗ ଷ୍ଟାଡିଅମରେ ଆୟୋଜିତ ହେବ ୭୦ତମ ଓଡ଼ିଶା ରାଜ୍ୟ ସିନିଅର ଆଥଲେଟିକ୍ସ ଚ୍ୟାମ୍ପିଅନ୍ଶିପ୍ ୨୦୨୪
ଭୁବନେଶ୍ୱର : ଓଡିଶା ସରକାରଙ୍କର କ୍ରୀଡା ଓ ଯୁବ ସେବା ବିଭାଗ, ଓଡିଶା ଆଥଲେଟିକ୍ସ ଅସୋସିଏସନ ର ଯୁଗ୍ମ ଉଦ୍ୟମ ରେ, ୭୦ତମ ଓଡ଼ିଶା ରାଜ୍ୟ ସିନିଅର ଆଥଲେଟିକ୍ସ ଚ୍ୟାମ୍ପିଅନ୍ଶିପ୍ ୨୦୨୪ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିଅମ୍ରେ ୧୮-୨୦ ସେପ୍ଟେମ୍ବର ୨୦୨୪ ମଧ୍ୟ ରେ ଅନୁଷ୍ଠିତ ହେବ। ଏହି ୩ ଦିନିଆ…
ମୁଖ୍ୟମନ୍ତ୍ରୀଙ୍କ ସହ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ ପ୍ରତିନିଧିଙ୍କ ଆଲୋଚନା
ଭୁବନେଶ୍ବର : ଓଡ଼ିଶାରେ କାର୍ଯ୍ୟରତ କ୍ରୀଡ଼ା ସାମ୍ବାଦିକଙ୍କୁ ନେଇ ଗଠିତ ରାଜ୍ୟ ସଂଘ ଓସ୍ଜା (ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ)ର ଏକ ପ୍ରତିନିଧି ମଣ୍ଡଳି ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ସହ ବିଭିନ୍ନ ଦାବି ବିଷୟରେ ଆଲୋଚନା…
ନବୀନ ନିବାସରେ ଅଲିମ୍ପିକ୍ସ ବିଜୟୀ ଭାରତୀୟ ହକିଦଳ
ଭୁବନେଶ୍ୱର : ନବୀନ ନିବାସରେ ଅଲିମ୍ପିକ୍ସ ବିଜୟୀ ଭାରତୀୟ ହକିଦଳ। ଅଲିମ୍ପିକରେ ବ୍ରୋଂଜ଼ ପଦକ ବିଜୟୀ ଭାରତୀୟ ହକି ଦଳ ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀଙ୍କ ନେତୃତ୍ୱରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ…
ଅଶୋକ ପଟ୍ଟନାୟକ ସ୍ମାରକୀ ବକ୍ତୃତା, ପ୍ୟାରିସ୍ ଅଭିଜ୍ଞତା ବାଣ୍ଟିଲେ ଅମିତ ଓ ସମ୍ବିତ୍
ଭୁବନେଶ୍ବର : ପ୍ୟାରିସ୍-୨୦୨୪ ଅନ୍ୟ ସମସ୍ତ ଅଲିମ୍ପିକ୍ସଠାରୁ ସମ୍ପୂର୍ଣ୍ଣ ନିଆରା ଥିଲା। ଯେତିକି ରୋମାଞ୍ଚ ଭରାଥିଲା ସେତିକି ଆହ୍ବାନ ଆଣି ଦେଇଥିଲା। ଅନେକ ପ୍ରତିକୂଳ ପରିସ୍ଥିତି ମଧ୍ୟରେ ଖେଳାଳିଙ୍କୁ ଯେଭଳି କଷ୍ଟକର ସମୟ ଦେଇ ଗତି କରିବାକୁ ପଡ଼ୁଥିଲା ବିବିଧ ଇଭେଣ୍ଟ୍ ଭାବେ ଏହାକୁ…
ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ପଦକ : ସୁଟର ମନୁ ଭାକର ଜିତିଲେ ବ୍ରୋଞ୍ଜ
ଭୁବନେଶ୍ୱର : ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତକୁ ମିଳିଛି ପ୍ରଥମ ପଦକ। ସୁଟର୍ ମନୁ ଭାକର ୧୦ ମିଟର ଏୟାର ପିସ୍ତଲ୍ ଇଭେଣ୍ଟରେ ଜିତିଛନ୍ତି ବ୍ରୋଞ୍ଜ ପଦକ। ଭାରତୀୟ ତାରକା ମହିଳା ସୁଟର ମନୁ ଭାକର ଗତକାଲି ପ୍ୟାରିସ୍ ଅଲିମ୍ପିକ୍ସର ପ୍ରଥମ ଦିନରେ ଚମତ୍କାର ପ୍ରଦର୍ଶନ କରିଥିଲେ । ୨୨ ବର୍ଷୀୟ…
ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାଁ ପରିବର୍ତ୍ତନ ପ୍ରସଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଆୟତ୍ତରେ ରାଜ୍ୟ ସରକାର ନାହାଁନ୍ତି :…
କ୍ରୀଡା ପୁରସ୍କାରରେ ନାଁ ହଟାଇବାକୁ ନିଷ୍ପତ୍ତି ସାଢେ ୪ କୋଟି ଓଡିଆଙ୍କୁ ଆଘାତ ଦେଇଛି ଅପରିପକ୍ୱତା, ଅନଭିଜ୍ଞତା ଓ ଅସହିଷ୍ଣୁତାର ପରିଚୟ ଦେଉଛି ବିଜେପି
କ୍ରୀଡାମନ୍ତ୍ରୀଙ୍କଠାରୁ ସ୍ପଷ୍ଟୀକରଣ ମାଗନ୍ତୁ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଏକ ମାସ ପୂରିନଥିବା ମୋହନ ସରକାର ଯେଉଁ ଭଳି…
୬୪ତମ ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗିତା ଉଦଘାଟିତ
ପ୍ରଥମ ଦିନରେ ଖୋର୍ଦ୍ଧା-ଭୁବନେଶ୍ୱର, ସମ୍ବଲପୁର ଓ କିସ୍ ବିଶ୍ୱବିଦ୍ୟାଳୟର ସନ୍ତରଣକାରୀମାନଙ୍କ ଚମତ୍କାର ପ୍ରଦର୍ଶନ
ଭୁବନେଶ୍ବର,(ଚକ୍ରଧର ମାଝି) : ୬୪ତମ ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗିତାର ପ୍ରଥମ ଦିନରେ ଖୋର୍ଦ୍ଧା-ଭୁବନେଶ୍ୱର, ସମ୍ବଲପୁର ଓ କିସ୍ ବିଶ୍ୱବିଦ୍ୟାଳୟର…
ଅଲିମ୍ପିକ୍କୁ ସର୍ବାଧିକ ଖେଳାଳି ପଠାଇବାରେ କିଟ୍ ଭାରତର ପ୍ରଥମ ଶିକ୍ଷା ଅନୁଷ୍ଠାନ
ପ୍ୟାରିସ୍ ଅଲିମ୍ପିକ୍ସରେ କିଟ୍ର ୧୨ ଖେଳାଳି
କିଟ୍ ପକ୍ଷରୁ ପ୍ରତି ଖେଳାଳିଙ୍କୁ ୭ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି
ଭୁବନେଶ୍ୱର,(ଚକ୍ରଧର ମାଝି) : ଜୁଲାଇ ୨୬ରୁ ଅନୁଷ୍ଠିତ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ କିଟ୍ ଓ କିସ୍ର ୧୨ଜଣ ଖେଳାଳି ସାମିଲ ହେବାର ଯୋଗ୍ୟତା…
ଅସ୍ମିତା ଖେଲୋ ଇଣ୍ଡିଆ ମହିଳା ଭାରୋତ୍ତୋଳନ ପ୍ରତିଯୋଗିତା ଉଦଯାପିତ
ଅନ୍ୟ ରାଜ୍ୟମାନେ କ୍ରୀଡ଼ାର ବିକାଶ ପାଇଁ ଓଡିଶାର ପଦାଙ୍କ ଅନୁସରଣ କରନ୍ତୁ : ଆନନ୍ଦ ଗୋୱଡା
ଭୁବନେଶ୍ୱର,(ଚକ୍ରଧର ମାଝି) : କଳିଙ୍ଗ ଷ୍ଟାଡ଼ିୟମର ବିଜୁ ପଟ୍ଟନାୟକ ଭାରୋତ୍ତୋଳନ କେନ୍ଦ୍ରରେ ୧୧ ତାରିଖରୁ ଆରମ୍ଭ ହୋଇଥିବା ଅସ୍ମିତା ଖେଲୋ ଇଣ୍ଡିଆ ମହିଳା ଭାରୋତ୍ତୋଳନ ପ୍ରତିଯୋଗିତାର (ଜୋନ୍…
ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପ, ସୁଦର୍ଶନ ପଟ୍ଟନାୟକଙ୍କୁ ସ୍ବର୍ଣ୍ଣ ପଦକ
ଭୁବନେଶ୍ବର : ଓଡ଼ିଆ ପୁଅ ତଥା ଅନ୍ତର୍ଜାତୀୟ ବାଲୁକା କଳା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ସ୍ବର୍ଣ୍ଣପଦକ ହାସଲ କରିଛନ୍ତି। ରୁଷିଆରେ ଆୟୋଜିତ ଏକ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ସେ ଏହି ପଦକ ଜିତିବା ସହିତ ଓଡ଼ିଶାର ଗୌରବ ବଢ଼ାଇଛନ୍ତି।
ସୂଚନା ଅନୁସାରେ ସୁଦର୍ଶନ ପଟ୍ଟନାୟକ ରୁଷିଆର…