Odia news portal

ଏସସିବିରେ ଲଜ୍ଜା ! ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ

କଟକ : ଏସସିବିରେ ଲଜ୍ଜା। ଏସସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ । ଇସିଜି କରିବା ବାହାନାରେ ଦୁଷ୍କର୍ମ ଅଭିଯୋଗ । କାର୍ଡିଓଲୋଜି ବିଭାଗର ଜଣେ ଡାକ୍ତରଙ୍କ ନାଁରେ ଅଭିଯୋଗ ଆସିଛି । ଏ ନେଇ ପରିବାର ଲୋକ ମଙ୍ଗଳାବାଗ ଥାନାରେ ଅଭିଯୋଗ କରିଛନ୍ତି।

ପୋଲିସ ମାମଲା ରୁଜୁ କରି ପୀଡିତାଙ୍କ ବୟାନ ରେକର୍ଡ କରି ତଦନ୍ତ ଜାରି ରଖିଛି।୧୬୧ ଧାରାରେ ବୟାନ ରେକର୍ଡ କରିଛି ପୁଲିସ । ଏହାପରେ ୧୬୪ ଧାରାରେ ପୀଡିତାଙ୍କ ବୟାନ ରେକର୍ଡ କରାଯିବ। ଡାକ୍ତରଙ୍କ ପରିବାର ଲୋକ ମଧ୍ୟ ପ୍ରତିଅଭିଯୋଗ କରିଥିବା ଜଣାପଡିଛି।

You might also like
Leave A Reply

Your email address will not be published.