Odia news portal

ବିଶ୍ଵଭୂଷଣ ହରିଚନ୍ଦନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ ନବୀନ

ଭୁବନେଶ୍ୱର : ଛତିଶଗଡର ପୂର୍ବତନ ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଅସୁସ୍ଥତା ଖବର ପାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଶ୍ରୀ ହରିଚନ୍ଦନଙ୍କ ପୁଅ ତଥା ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କୁ ଫୋନ୍ କରି ବିଶ୍ୱଭୂଷଣ ବାବୁଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ

You might also like
Leave A Reply

Your email address will not be published.