ଭୁବନେଶ୍ୱର : ରାଜଧାନୀରେ ରାଜରାସ୍ତାରେ ହତ୍ୟାକାଣ୍ଡ । ବିଚ୍ ରାସ୍ତାରେ ଯୁବକଙ୍କୁ କରାଯାଇଛି ହତ୍ୟା ଘଟଣାରେ ୫ ଜଣଙ୍କୁ ଅଟକ ରଖିଛି ପୋଲିସ । ବୁଦ୍ଧନଗର କଦଳୀ ଗୋଦାମ ବସ୍ତିରେ ଯୁବକଙ୍କୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ । ମୃତକଙ୍କ ନାଁ କାର୍ତ୍ତିକ ସାହୁ ବୋଲି ଜଣାଯାଇଛି । ଘରୁ ଡାକି ଆଣି ଗୋଡାଇ ଗୋଡାଇ ହାଣିଛନ୍ତି ଦୁବୃର୍ତ୍ତ । ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି।
ରାଜଧାନୀର ବିଚ୍ ରାସ୍ତାରେ ଯୁବକଙ୍କୁ ହତ୍ୟା, ୫ ଜଣଙ୍କୁ ଅଟକ ରଖିଲା ପୋଲିସ
You might also like