Odia news portal

ବେଷ୍ଟ ଏନ୍ ଜି ଓ ଅଫ ଦି ଇୟର ଭାବେ ସମ୍ଵର୍ଦ୍ଧନା ହେଲା ଜୟ ମା ଭବାନି ଚାରି ଟେବୁଲ ଟ୍ରଷ୍ଟ

ଭୁବନେଶ୍ୱର : ସାରାସଚ ଟିଭି ଓ ମିଡିଆ ଅନୁଷ୍ଠାନ ପକ୍ଷରୁ ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଜୟ ମା ଭବାନୀ ଚାରିଟେବୁଲ ଟ୍ରଷ୍ଟର ସମ୍ପାଦକ ଡ ନାରାୟଣ ମହାପାତ୍ର ଙ୍କୁ ସମ୍ଵର୍ଦ୍ଧିତ କରିବା ସହିତ ଜୟ ମା ଭବାନି ଟ୍ରଷ୍ଟ କୁ “ବେଷ୍ଟ ଏନଜିଓ ଅଫ ଦି ଇୟର ଭାବେ ସମ୍ଵର୍ଦ୍ଧିତ କରିଛନ୍ତି ।

ଟ୍ରଷ୍ଟ ପକ୍ଷରୁ ସମାଜରେ ଅବହେଳିତ ବୃଦ୍ଧ ବାପା ମା ଓ ଅବହେଳିତ ଛୋଟ ପିଲାମାନଙ୍କ ପାଖରେ ପହଞ୍ଚି ସେମାନଙ୍କୁ କିଛି ସମୟ ଖୁସି ଓ ଶାନ୍ତି ବାଣ୍ଟୁ ଥିବାରୁ ଏହି ସମ୍ମାନ ପ୍ରଦାନ କରଯାଇଛି ।

ପୂର୍ବରୁ ମଧ୍ୟ ବହୁ ଜାତୀୟ ଓ ଅର୍ନ୍ତଜାତୀୟ ଅନୁଷ୍ଠାନ ପକ୍ଷରୁ ଡ ନାରାୟଣ ମହାପାତ୍ର ଙ୍କୁ ସମାଜସେବା କ୍ଷେତ୍ର ରେ ବହୁ ସମ୍ମାନସୂଚକ ଉପାଧି ପ୍ରଦାନ କରିଛନ୍ତି । ଏହି ଅନୁଷ୍ଠାନର ପ୍ରତିଷ୍ଠାତା ଓ ଅନ୍ୟାନ୍ୟ ସଦସ୍ୟ ମାନଙ୍କୁ ଆମେ ବହୁତ ବହୁତ ଧନ୍ୟବା ଦଜଣାଉଛୁ ।

You might also like
Leave A Reply

Your email address will not be published.