Odia news portal

ଡଃ ପ୍ରକାଶ କୁମାର ତ୍ରିପାଠୀଙ୍କୁ ରାଜ୍ୟ ସମ୍ପାଦକ ଭାବେ ନିଯୁକ୍ତି

ଭୁବନେଶ୍ୱର : ଉତ୍କଳ ବିଶ୍ବବିଦ୍ୟାଳୟର ପୂର୍ବତନ ସଭାପତି ତଥା ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ସଂଯୋଜକ ତଥା ରାଜ୍ୟ ଯୁବ ବିଜେଡି ପୂର୍ବତନ ଉପ ସଭାପତି ଡଃ ପ୍ରକାଶ କୁମାର ତ୍ରିପାଠୀଙ୍କୁ ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଭାବରେ ନିଯୁକ୍ତ ଦେଇ ଥିବାରୁ ଡଃ ତ୍ରିପାଠୀ ରାଜ୍ୟ ମୁଖ୍ୟମନ୍ତ୍ରୀ ତଥା ଦଳର ରାଜ୍ୟ ସଭାପତି ଶ୍ରୀ ନବୀନ ପଟ୍ଟନାୟକ,

୫-ଟି ଅଧକ୍ଷ ଶ୍ରୀ ଭି କେ ପଣ୍ଡିଆନ୍, ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତଙ୍କୁ କୃତଜ୍ଞତା ଜଣାଇଛନ୍ତି।ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବିଭିନ୍ନ ଲୋକଭିମୁଖୀ ଯୋଜନାକୁ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ସହ ବିଜୁ ଜନତା ଦଳ ସମର୍ଥିତ ପାର୍ଥୀଙ୍କୁ ଜିତାଇବା ପାଇଁ ସଙ୍ଗଠନକୁ ସୁଧୁଢ କରିବେ ବୋଲି ପ୍ରକାଶ ତ୍ରିପାଠୀ ଜଣାଇଛନ୍ତି l

You might also like
Leave A Reply

Your email address will not be published.