Odia news portal

ଅଟୋରେ ଆସି ଭୋଟ୍ ଦେଲେ କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ବର : ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ଭୋଟ୍ ଦେଉଛି ଓଡ଼ିଶା । ବରିଷ୍ଠ ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମତଦାନ ସାବ୍ୟସ୍ତ କରିଛନ୍ତି ।

ସେ ଅଟୋରେ ଆସି ମତଦାନ କେନ୍ଦ୍ରରେ ପହଞ୍ଚିଥିବାବେଳେ ଧାଡ଼ି ଛିଡ଼ା ହୋଇଥିଲେ । ଏହାପରେ ଧାଡ଼ିରେ ଯାଇ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ।

You might also like
Leave A Reply

Your email address will not be published.