Odia news portal

Recent Posts

ମା ଖଣ୍ଡୁଆଳି ବୁଢ଼ୀ ଠାକୁରାଣୀ ପୀଠରେ ଶ୍ରୀଜଗନ୍ନାଥ ପାଞ୍ଚରାତ୍ରର ଶୁଭାରମ୍ଭ

ଭୁବନେଶ୍ୱର : ଆଜି ଠାରୁ ଆରମ୍ଭ ହୋଇଥିବା ସହିଦନଗର ମା ଖଣ୍ଡୁଆଳି ବୁଢ଼ୀ ଠାକୁରାଣୀ ପୀଠରେ ଶ୍ରୀଜଗନ୍ନାଥ ପାଞ୍ଚରାତ୍ରକାର୍ଯ୍ୟକ୍ରମ ୫ ଦିନ ଧରି ଅନୁଷ୍ଠିତ ହେଵ ସମ୍ପାଦକ ଶ୍ରୀପ୍ରଭାକର ମଲ୍ଲିକଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଅଧକ୍ଷ ମହନ୍ତ ଶ୍ରୀ ରାମକୃଷ୍ଣ ଦାସ ମହାରାଜା…

ଭୁବନେଶ୍ୱର ରନ୍‌ୱେ ୱିକ୍‌ ଆକର୍ଷଣୀୟ ଡ଼ିଜାଇନ୍‌ର ପୋଷାକ ପରିବେଷଣ କଲେ ବଛା ବଛା ଡ଼ିଜାଇନର୍‌

ଭୁବନେଶ୍ୱର : ନୂତନ ଡ଼ିଜାଇନ୍‌ର ପୋଷାକ ପରିଧାନ କରିବା ସହ ଆକର୍ଷଣୀୟ ଦେଖାଯିବା ପାଇଁ ସମସ୍ତେ ଚାହାଁନ୍ତି । ସବୁବର୍ଗର ପିଢୀଙ୍କୁ ନଜରରେ ରଖି ଆଡ଼ିକ୍ସନ୍ ଫ୍ୟାସନ୍ ମ୍ୟାନେମେ ପକ୍ଷରୁ ନିର୍ଦ୍ଦେଶକ ଜନ୍ ଅଜୟଙ୍କ ନିର୍ଦ୍ଦେଶନାରେ ଭୁବନେଶ୍ୱର ରନ୍‌ୱେ ୱିକ୍‌ର ଦଶମ ସଂସ୍କରଣ ସ୍ଥାନୀୟ ଏକ…

୩୩ ନମ୍ବର ୱାର୍ଡରେ ବିଜେପିର ଜନସମ୍ପର୍କ ପଦଯାତ୍ରା

ଭୁଵନେଶ୍ଵର : ବିଜେପି ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀ ଘୋଷଣା କରିସାରିଥିବାରୁ ସେମାନେ ପ୍ରଚାର ଜୋରଦାର କରିଛନ୍ତି। ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ କେତେବେଳେ ମାଷ୍ଟରକ୍ୟାଣ୍ଟିନ୍ ଅଟୋ ଚାଳକ ସଂଘ ତ କେତେବେଳେ ସ୍ମାର୍ଟ ସିଟି ଅଟୋଚାଳକ ସଂଘ ସହ ବୈଠକ କରୁଛନ୍ତି। ଆଉ କେତେବେଳେ ‘ବୁଥ୍…

ଅଷ୍ଟପ୍ରହର ନାମଯଜ୍ଞ ଅନୁଷ୍ଠିତ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମର ୧୨ ନମ୍ବର ଓାର୍ଡ ଅନ୍ତର୍ଗତ ପ୍ରେସଛକ ଠାରେ ଅଷ୍ଟପ୍ରହର ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ବରି ନାଗରିକ ଜନକର ସାହୁଙ୍କ ଦ୍ୱାରା ଆୟୋଜିତ ଚତୁଦ୍ଦର୍ଶ ବାର୍ଷିକ ଅଷ୍ଟପ୍ରହର ନାମଯଜ୍ଞ ତିନିଦିନ ଧରି ଚାଲିଥିଲା । ପ୍ରଥମ ଦିନ କଳସ ଯାତ୍ରା ହୋଇ…

ଡଃ ପ୍ରକାଶ କୁମାର ତ୍ରିପାଠୀଙ୍କୁ ରାଜ୍ୟ ସମ୍ପାଦକ ଭାବେ ନିଯୁକ୍ତି

ଭୁବନେଶ୍ୱର : ଉତ୍କଳ ବିଶ୍ବବିଦ୍ୟାଳୟର ପୂର୍ବତନ ସଭାପତି ତଥା ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ସଂଯୋଜକ ତଥା ରାଜ୍ୟ ଯୁବ ବିଜେଡି ପୂର୍ବତନ ଉପ ସଭାପତି ଡଃ ପ୍ରକାଶ କୁମାର ତ୍ରିପାଠୀଙ୍କୁ ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଭାବରେ ନିଯୁକ୍ତ ଦେଇ ଥିବାରୁ ଡଃ ତ୍ରିପାଠୀ ରାଜ୍ୟ ମୁଖ୍ୟମନ୍ତ୍ରୀ…

ରକ୍ତଦାନ କରି ମହିଳାଙ୍କ ଜୀବନ ବଂଚାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ସମ୍ବଲପୁର : ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟରେ ନାକଟିଦେଉଳ ଥାନା ଅନ୍ତର୍ଗତ ଗୌଡପଡା ଗ୍ରାମର ଜଣେ ମହିଳା ରମ୍ଭାବତୀ ଧଳ (୪୫ବର୍ଷ) ସ୍ତ୍ରୀରୋଗ ଜନିତ ସମସ୍ୟା ପାଇଁ ଚଳିତ ମାର୍ଚ୍ଚ ୨୯ ତାରିଖ ଦିନ ସମୟ ଅପରାହ୍ନ ୦୧:୩୦ ସମୟରେ ଚିକିତ୍ସା ପାଇଁ ରେଢ଼ାଖୋଲ ଡାକ୍ତରଖାନାରେ ଭର୍ତି ହୋଇଥିଲେ ।…

ଭୁବନେଶ୍ୱରରେ ଏକ ଅବିସ୍ମରଣୀୟ ସିଜନ ଫିନାଲେ ପ୍ରଦର୍ଶିତ କରିଛି ସିଗ୍ରାମ୍ର ରୟାଲ୍ ଷ୍ଟାଗ୍ ବୁମ୍ବକ୍ସ

ଭୁବନେଶ୍ୱର : ‘ଲିଭିଙ୍ଗ୍ ଇଟ୍ ଲାର୍ଜ’ ଉତ୍ସାହକୁ ପାଳନ କରି ସିଗ୍ରାମ୍ର ରୟାଲ ଷ୍ଟାଗ୍ ପକ୍ଷରୁ ଏକ ପ୍ରଥମ ଧରଣର ସଙ୍ଗୀତ ଉତ୍ସବ ରୟାଲ ଷ୍ଟାଗ୍ ବୁମ୍ବକ୍ସର ୨ୟ ସଂସ୍କରଣ ଉପସ୍ଥାପନ କରାଯାଇଛି । ଯେଉଁଥିରେ ବଲିଉଡର ସର୍ବାଧିକ ଲୋକପ୍ରିୟ ସଙ୍ଗୀତଗୁଡିକ ହିପ୍ହପ୍ର ବିଟ୍ ସହ ଏକତ୍ରିତ ହୋଇଛି ।…

ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ମଇଦାନରେ ଜଟଣୀ ବିଧାୟକ ସୁରେଶ ରାଉତରାୟ

ଭୁବନେଶ୍ୱର : ଲୋକସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ମଇଦାନକୁ ଓହ୍ଲାଇଛନ୍ତି ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ। ସିଧାସଳଖ ପ୍ରଚାର କରି ନ ଥିଲେ ମଧ୍ୟ ଆଜି ଉତ୍ତର ଭୁବନେଶ୍ବର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଇଞ୍ଜଣା ଗାଁରେ ଆୟୋଜିତ ଏକ କ୍ରିକେଟ ଟୁର୍ଣ୍ଣାମେଣ୍ଟର…

ଉତ୍କଳୀୟ ସଂସ୍କୃତି ପରମ୍ପରା ଉଜ୍ଜୀବିତ ରହୁ : ଉତ୍କଳ ଶିଶୁ ପ୍ରତିଭା ଅନ୍ୱେଷଣ ପୁରସ୍କାର ୨୦୨୪

ଭୁବନେଶ୍ୱର : ନୃତ୍ୟଭୂମି କଲ୍‌ଚରାଲ ଟ୍ରଷ୍ଟର ବାର୍ଷିକ ଉତ୍ସବ ଓ ଉତ୍କଳ ଶିଶୁ ପ୍ରତିଭା ଅନ୍ୱେଷଣ ପୁରସ୍କାର ୨୦୨୪ ପ୍ରଶାନ୍ତି ବିହାର ସ୍ଥିତ ଦୁର୍ଗା ମଣ୍ଡପ ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ଯୋଗଦେଇ ସମସ୍ତଙ୍କୁ ଉତ୍କଳ…

ଭୁବନେଶ୍ବର ଉତ୍ତର ରାଜନୀତି ସରଗରମ : ଏଥର ବିଜେପି-ବିଜେଡି କଡ଼ା ମୁକାବିଲା !

ଭୁବନେଶ୍ବର : ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ବିଜେଡି ଛାଡ଼ି ବିଜେପିରେ ଯୋଗ ଦେବା ପରେ ଭୁବନେଶ୍ବର ଉତ୍ତର ନିର୍ବାଚନମଣ୍ଡଳୀ ରାଜନୀତି ସରଗରମ ହୋଇଛି। ପ୍ରିୟଦର୍ଶୀ ପୂର୍ବରୁ ଏଠାରେ ବିଧାୟକ ଥି‌ଲେ ଓ ତାଙ୍କର ଏଠାରେ ଭଲ ପ୍ରଭାବ ରହିଛି। ଏଣୁ ବିଜେପି ତାଙ୍କୁ ପ୍ରା‌ର୍ଥୀ କରିବା…

ରାଜଧାନୀରେ ରାସ୍ତା ଓ ୟେତିର ନୂଆ ଆଉଟଲେଟର ଶୁଭାରମ୍ଭ

ଭୁବନେଶ୍ୱର : ଲୋକପ୍ରିୟ ରାସ୍ତା ଓ ହିମାଳୟାନ୍ କିଚେନ ୟେତି ଭୁବନେଶ୍ୱରରେ ନିଜର ଗ୍ରାଣ୍ଡ୍ ଓପ୍‌ନିଙ୍ଗ ସମ୍ପର୍କରେ ଘୋଷଣା କରିଛି । ‘ରାସ୍ତା’ର ଏହି ୯ମ ଆଉଟଲେଟର ଶୁଭାରମ୍ଭ ଏହାର ବଢ଼ୁଥିବା ଲୋକପ୍ରିୟତାକୁ ଦର୍ଶାଉଛି । ଭୁବନେଶ୍ୱରର ପଣ୍ଡା ଆଣ୍ଡ କୋ, ୫ମ ମହଲା, ପ୍ଲଟ୍‌-୭ ଓ ୮, ଝାରପଡା,…

ଭାରତୀୟ ହକି ଦଳକୁ ‘ପ୍ୟାରିସ୍ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଲା ଓସ୍‌ଜା

ଭୁବନେଶ୍ବର : ଭାରତୀୟ ପୁ‌ରୁଷ ହକି ଦଳକୁ ‘ପ୍ୟାରିସ୍ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ନିରାଡ଼ମ୍ବର ଉତ୍ସବରେ ସମସ୍ତ ଖେଳାଳି, ପ୍ରଶିକ୍ଷକ ଓ ସପୋର୍ଟ ଷ୍ଟାଫ୍‌ଙ୍କୁ ହକି ପିଚ୍‌ରେ ହିଁ…

ବିଜେଡିରେ ଯୋଗ ଦେଲେ ସୁରଙ୍କ ସାନପୁଅ ମନ୍ମଥ ରାଉତରାୟ

ଭୁଵନେଶ୍ଵର : ବିଜେଡିରେ ଯୋଗ ଦେଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ସାନପୁଅ ମନ୍ମଥ ରାଉତରାୟ । ହଜାର ହଜାର ଦଳୀୟ ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି । ସାଂସଦ ମାନସ ମଙ୍ଗରାଜ, ସାଂସଦ ସସ୍ମିତ ପାତ୍ର ଓ ବିଜେଡି ନେତା ବିଭୂତି…

ହରିଦ୍ଵାରରେ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଶୀଘ୍ର ନିର୍ମାଣ ନିମନ୍ତେ ରୁଦ୍ରା ଭିଶେକ

ଭୁବନେଶ୍ବର : ଶ୍ରୀଜଗନ୍ନାଥ ଚାରି ଟେବୁଲ ଟ୍ରଷ୍ଟ ପକ୍ଷରୁ ହରିଦ୍ଵାର ଠାରେ ନିର୍ମାଣ କରାଯାଉ ଥିବା ଶ୍ରୀଜଗନ୍ନାଥଙ୍କ ମନ୍ଦିର ନିମନ୍ତେ ସହିଦନଗର ପ୍ରଭୁ ହଟ୍ଟକେଶ୍ଵର ମନ୍ଦିରରେ ରୁଦ୍ରାଭିଶେକ କରାଯାଇ ଅଛି । ଏହି କାର୍ଯ୍ୟକ୍ରମରେ ପ୍ରଥମେ କେ ଲକ୍ଷ୍ମୀନାରାୟଣ, ଅନାମିକା ସ୍ୱାଇଁ ପଟନାୟକ…

୨୪ରେ ୮ ତମ ବୃନ୍ଦାବନ ମହୋତ୍ସବ

ଭୁବନେଶ୍ୱର : ଆନନ୍ଦ ଓ ରଙ୍ଗର ପର୍ବ ପବିତ୍ର ହୋଲି ପୂର୍ଣ୍ଣିମା ଅବସରରେ ଭାରତୀୟ କଳା ଓ ସଂଗୀତକୁ ରଙ୍ଗ ଓ ରାସରେ ଭିଜାଇ ଏହାକୁ ଗୌରବାନ୍ବିତ କରୁଥିବା ବୃନ୍ଦାବନ ମହୋତ୍ସବ ପକ୍ଷରୁ ଏହାର ୮ ତମ ଉତ୍ସବ ଭୁବନେଶ୍ଵରର ରବୀନ୍ଦ୍ର ମଣ୍ଡପ ଠାରେ ଚଳିତ ମାସ ୨୪ ତାରିଖରେ ଅନୁଷ୍ଠିତ ହେବ। ବିଶ୍ଵ…

ଅରେଞ୍ଜ ହୁଇଲ୍ସ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ଼ ପକ୍ଷରୁ ଭୁବନେଶ୍ୱରଠାରେ ଅତ୍ୟାଧୁନିକ କ୍ଲିନିକ୍ ଉଦ୍‌ଘାଟିତ

ଭୁବନେଶ୍ୱର : ଶ୍ରବଣ ସମ୍ପର୍କିତ ସ୍ୱାସ୍ଥ୍ୟସେବା ଶିଳ୍ପରେ ଏକ ଅଗ୍ରଣୀ ସଂସ୍ଥା ଓ ସିଗନିଆ ଶ୍ରବଣ ଯନ୍ତ୍ରର ଏକ ସ୍ୱୀକୃତିପ୍ରାପ୍ତ ବିତରକ ଭାବେ ପ୍ରତିଷ୍ଠିତ ଅରେଞ୍ଜ ହୁଇଲ୍ସ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ଼ର ନୂତନ ଶ୍ରବଣ ଓ ସ୍ପିଚ୍ କ୍ଲିନିକ୍ ଭୁବନେଶ୍ୱରଠାରେ ଉଦ୍‌ଘାଟିତ ହୋଇଯାଇଛି ।…

ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କ ସହ ବିବାର ନୂଆ ସମର୍ କଲେକ୍ସନର ଶୁଭାରମ୍ଭ

ଭୁବନେଶ୍ୱର : ଭାରତର ଅଗ୍ରଣୀ ଓ ଘରୋଇ ଫ୍ୟାଶନ ବ୍ରାଣ୍ଡ ବିବା ପକ୍ଷରୁ ଭୁବନେଶ୍ୱରସ୍ଥିତ କମ୍ପାନୀର ଫ୍ଲାଗ୍‌ସିପ ଷ୍ଟୋର୍‌ଠାରେ ଏହାର ନୂଆ ସମର କଲେକ୍ସନର ଗ୍ରାଣ୍ଡ୍ ଲଂଚ୍ ସମ୍ପର୍କରେ ଘୋଷଣା କରାଯାଇଛି ଯାହାର ବିଷୟବସ୍ତୁ ରହିଛି ‘ହର୍ ନଜର୍ ମେଁ କୁଛ୍ ନୟା’ । ଏହି ନୂତନ କଲେକ୍ସନ ଭାରତର…

ଓସ୍‌ଜାର ନୂଆ କର୍ମକର୍ତ୍ତା : ସନ୍ଦୀପ ସଭାପତି, ସୁରେଶ ସମ୍ପାଦକ

ଭୁବନେଶ୍ବର : ଭାରତୀୟ କ୍ରୀଡ଼ା ସାମ୍ବାଦିକ ସଂଘ (ଏସ୍‌ଜେଏଫଆଇ)ର ଏକମାତ୍ର ଅନୁବନ୍ଧିତ ରାଜ୍ୟ ସଂଘ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସ୍‌ଜା)ର ୧୧ଶ ପ୍ରତିଷ୍ଠା ଦିବସ ଅବସରରେ ଗୁରୁବାର ଏହାର ବାର୍ଷିକ ସାଧାରଣ ପରିଷଦ ବୈଠକ (ଏଜିଏମ୍‌) ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂଘର ୨ ନିୟମିତ…

ଆକାଶ ଏଜୁକେସ୍ନାଲ ସର୍ଭିସେସ ଲିମିଟେଡ ପକ୍ଷରୁ ୨୦୨୪ ଏପ୍ରିଲ ନିମନ୍ତେ ଶିକ୍ଷା ବୃତି ଘୋଷଣା

ବ୍ରହ୍ମପୁର : ଟେଷ୍ଟ ପ୍ରସ୍ତୁତି ସେବା କ୍ଷେତ୍ରରେ ଏକ ଜାତୀୟସ୍ତରରେ ଅଗ୍ରଣୀ, ଆକାଶ ଏଜୁକେସ୍ନାଲ ସର୍ଭିସେସ ଲିମିଟେଡ (ଏଇଏସଏଲ) ୨୦୨୪ ଏପ୍ରିଲରେ ତାହାର ନୂଆ ସେସନ ଆରମ୍ଭ ହେବା ପୂର୍ବରୁ ଛାତ୍ର ଛାତ୍ରୀଙ୍କୁ ଡାକ୍ତର ଏବଂ ଇଞ୍ଜିନିୟର ହେବା ନିମନ୍ତେ ସେମାନଙ୍କ ସ୍ୱପ୍ନ ସାକାର କରିବା…

ଶ୍ରୀଜଗନ୍ନାଥ ସଂସ୍କୃତି ପରିଷଦ ପକ୍ଷରୁ ବିଶ୍ୱ ପଖାଳ ଦିବସ ପାଳିତ

ଭୁବନେଶ୍ୱର : ଆଜି ମାର୍ଚ୍ଚ ୨୦. ୨୦୨୪ ବୁଧବାରରେ ଗ୍ରୀଷ୍ମକୁ ସ୍ୱାଗତ କରିବା ପଖାଳ ଖାଇବା ମହାପ୍ରଭୁ ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣକୁ ମନରେ ଉଜ୍ଜିବିତ କରିବା ଆମର ପ୍ରୟାସ, ମହାପ୍ରଭୁଙ୍କ ସଂସ୍କୃତି ଆମ ସଂସ୍କୃତି ଆମର ଅସ୍ମିତା ଓ ଅନ୍ୟତମ ପରିଚୟ ହେଲା ପଖାଳ, ଆମ ପୂର୍ବ ପୁରୁଷ ମାନେ…